ETV Bharat / city

ଏକାମ୍ର କ୍ଷେତ୍ର ପାଇଁ ପ୍ରସ୍ତାବିତ ବାଇ-ଲ ପ୍ରତ୍ୟାହାର କରୁ କେନ୍ଦ୍ର: ମୁଖ୍ୟମନ୍ତ୍ରୀ - the Chief Minister Naveen Patnaik tweeted

ଏକାମ୍ର କ୍ଷେତ୍ରର ଅନନ୍ତ ବାସୁଦେବ ଓ ବ୍ରହ୍ମଶ୍ବର ମନ୍ଦିର ପାଇଁ ପ୍ରସ୍ତାବିତ NMA ବାଇ-ଲ‘କୁ ପ୍ରତ୍ୟାହାର କରିବାକୁ କେନ୍ଦ୍ରକୁ କହିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ବାଇ-ଲ କୁ ପ୍ରତ୍ୟାହାର କରିବାକୁ  ନବୀନଙ୍କ ଟ୍ବିଟ

author img

By

Published : Feb 12, 2021, 5:26 PM IST

Updated : Feb 12, 2021, 6:02 PM IST

ଭୁବନେଶ୍ବର: ଏକାମ୍ର କ୍ଷେତ୍ର ପାଇଁ ପ୍ରସ୍ତାବିତ ବାଇ-ଲ’ ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଟ୍ବିଟ । କହିଲେ ପ୍ରସ୍ତାବିତ ବାଇ-ଲ’କୁ ତୁରନ୍ତ ପ୍ରତ୍ୟାହାର କରୁ କେନ୍ଦ୍ର । ଏକାମ୍ର କ୍ଷେତ୍ରର ଅନନ୍ତ ବାସୁଦେବ ଓ ବ୍ରହ୍ମଶ୍ବର ମନ୍ଦିର ପାଇଁ ପ୍ରସ୍ତାବିତ NMA ବାଇ-ଲ’ କୁ ପ୍ରତ୍ୟାହାର କରିବାକୁ କେନ୍ଦ୍ରକୁ କହିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

‘ଅନନ୍ତ ବାସୁଦେବ ଓ ବ୍ରହ୍ମଶ୍ବର ମନ୍ଦିର ପାଇଁ ପ୍ରସ୍ତାବିତ ବାଇ-ଲ ପ୍ରତ୍ୟାହାର କରୁ କେନ୍ଦ୍ର’

ସମ୍ବେଦନଶୀଳ ଧାର୍ମିକ ମାମଲାରେ କେନ୍ଦ୍ରୀୟ ସଂସ୍ଥା ରାଜ୍ୟକୁ ଜଣାଇବା ଉଚିତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଓଡ଼ିଶାର ସମସ୍ତ ସାଂସଦଙ୍କୁ କେନ୍ଦ୍ର ଓ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ପଟେଲଙ୍କ ସହ NMA ମାମଲା ନେଇ ଆଲୋଚନା କରିବାକୁ କହିଲେ ମୁଖ୍ୟମନ୍ତ୍ରୀ । ଏହା ଓଡିଶାର ଲକ୍ଷ ଲକ୍ଷ ଭକ୍ତଙ୍କ ଭାବନା ଓ ସେବାୟତଙ୍କ ଜୀବନ ଜୀବିକା ସହିତ ଜଡିତ ବୋଲି ଟ୍ବିଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

Last Updated : Feb 12, 2021, 6:02 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.