ETV Bharat / city

ଆଗାମୀ 5 ଦିନ ବଜ୍ରପାତ ସହ ପ୍ରବଳ ବର୍ଷା - heavy rain fall

ଆସନ୍ତା 5 ଦିନ ଧରି ରାଜ୍ୟରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ ଅର୍ଥାତ୍ ଶନିବାର ମଧ୍ୟରେ 23 ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବ । ଅଧିକ ପଢନ୍ତୁ..

5 ଦିନ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନ
5 ଦିନ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନ
author img

By

Published : Jul 2, 2021, 10:09 PM IST

ଭୁବନେଶ୍ବର: ରାଜ୍ୟରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ପ୍ରବଳ ମାତ୍ରାରେ ବର୍ଷା ଲାଗି ରହିବ । ଗତକାଲିର ନିମ୍ନ ଚାପରେଖା ଆଜି ସମୁଦ୍ର ପତ୍ତନ ଠାରୁ ୦.୯ କିମି ଯାଏଁ ଉତ୍ତର-ପଶ୍ଚିମ ରାଜସ୍ଥାନରୁ ହରିୟାଣା, ଉତ୍ତର ଉତ୍ତରପ୍ରଦେଶ, ବିହାର, ସବ-ହିମାଳୟ ପଶ୍ଚିମବଙ୍ଗ ମଧ୍ୟ ଦେଇ ପୂର୍ବ-ଆସାମ ଯାଏଁ ଲମ୍ବିଛି ।

5 ଦିନ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନ
ଆଗାମୀ ୨୪ ଘଣ୍ଟାରେ ୨୩ ଜିଲ୍ଲା ରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, ସୋନପୁର, କନ୍ଧମାଳ, ରାୟଗଡା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଏବଂ କଳାହାଣ୍ଡି ଠାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ।ବୌଦ୍ଧରେ ସର୍ବୋଚ୍ଚ ତାପମାତ୍ରା ୩୮.୦ ଡିଗ୍ରୀ ରେକର୍ଡ କରାଯାଇଛି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.