ETV Bharat / city

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଛତିଶଗଡ଼ ଗୃହମନ୍ତ୍ରୀ

author img

By

Published : Dec 11, 2019, 2:58 PM IST

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଛତିଶଗଡ଼ ଗୃହମନ୍ତ୍ରୀ ତାମ୍ରଧ୍ବଜ ସାହୁ । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ତାମ୍ରଧ୍ଵଜ । ଅଧିକ ଖବର ପଢନ୍ତୁ...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଛତିଶଗଡ଼ ଗୃହମନ୍ତ୍ରୀ
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଛତିଶଗଡ଼ ଗୃହମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଛତିଶଗଡ଼ ଗୃହମନ୍ତ୍ରୀ ତାମ୍ରଧ୍ବଜ ସାହୁ । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ତାମ୍ରଧ୍ଵଜ । ଆସନ୍ତା 27 ତାରିଖରୁ ଛତିଶଗଡ଼ରେ ଆରମ୍ଭ ହେଉଥିବା ତିନିଦିନିଆ ଜାତୀୟ ଆଦିବାସୀ ମହୋତ୍ସବରେ ଯୋଗ ଦେବାକୁ ମୁଖ୍ୟମନ୍ତ୍ରୀଙ୍କୁ ସେ ନିମନ୍ତ୍ରଣ କରିଛନ୍ତି ।

ସେପଟେ ଏହି ସାକ୍ଷାତ ସମୟରେ ମହାନଦୀ ଜଳ ବିବାଦ ମାମଲାରେ ବି ନିଜର ପ୍ରତିକ୍ରିୟା ଦେଇଛନ୍ତି । ଦୁଇ ରାଜ୍ୟର ହିତ ପାଇଁ ଆଲୋଚନା ମାଧ୍ୟମରେ ହିଁ ଏହି ସମସ୍ୟାର ସମାଧାନ ହେବ ବୋଲି ସେ କହିଛନ୍ତି । ଅନ୍ୟପଟେ ଦୁଇ ରାଜ୍ୟର ଜଳସମ୍ପଦ ମନ୍ତ୍ରୀ ମଧ୍ୟ ଏ ପ୍ରସଙ୍ଗରେ ଆଲୋଚନା କରିଛନ୍ତି ।

ଭୁବନେଶ୍ବରରୁ ତପନ କୁମାର ଦାସ, ଇଟିଭି ଭାରତ

Intro:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଛତିଶଗଡ଼ ଗୃହମନ୍ତ୍ରୀ ତାମ୍ରଧ୍ୱଜ ସାହୁ। ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ଙ୍କୁ ଭେଟିଛନ୍ତି ତାମ୍ରଧ୍ଵଜ ।Body:ଆସନ୍ତା 27 ତାରିଖରୁ ଛତିଶଗଡ଼ରେ ଆରମ୍ଭ ହେଉଥିବା ତିନିଦିନିଆ ଜାତୀୟ ଆଦିବାସୀ ମହୋତ୍ସଵରେ ଯୋଗ ଦେବାକୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ଦେଲେ। Conclusion:ମହାନଦୀ ଜଳ ବିବାଦ ମାମଲା ପ୍ରସଙ୍ଗରେ ପ୍ରତିକ୍ରିୟା। ଦୁଇ ରାଜ୍ୟର ହିତ ପାଇଁ ଆଲୋଚନା ମାଧ୍ୟମରେ ସମାଧାନ ହେବ।ଦୁଇ ରଜ୍ୟର ଜଳସମ୍ପଦ ମନ୍ତ୍ରୀ ଆଲୋଚନ କରିଛନ୍ତି
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.