ଭୁବନେଶ୍ବର: ବନ୍ୟା ପରେ ଉଚ୍ଚା ପନିପରିବା ଦର ସମସ୍ତଙ୍କୁ ପ୍ରଭାବିତ କରିଛି । ବଜାରକୁ ଗଲେ ପକେଟ ଖାଲି ହେଉଛି ହେଲେ ପରିବାରରେ ଭର୍ତ୍ତି ବ୍ୟାଗ୍ ହେଉନାହିଁ । ଦର ଦେଖି ଗ୍ରାହକ କେଜି ବଦଳରେ ୨୫୦ ଗ୍ରାମ ପରିବା ଆଣୁଛନ୍ତି । ଆଳୁ ପିଆଜ ଦାମ ଛଡା ଆଉ କୌଣସି ପରିବା ଦର 50 ତଳକୁ ନାହିଁ । ଯେଉଁ ପରିବାରେ ହାତ ବୁଲାଇଲେ ସବୁ 50 ପାର । ଆଗକୁ ଦର ବଢିବା ଆଶଙ୍କା କରାଯାଉଛି । ଲୋକ ବାଧ୍ୟ ହୋଇ ଉଚ୍ଚାଦରରେ ପରିବା କିଣୁଛନ୍ତି । ସଜନା ଛୁଇଁ ଏବଂ ବିନ୍ ମୂଲ୍ୟ ସବୁଠୁ ଅଧିକ ରହିଥିବା ଦେଖିବାକୁ ମିଳିଛି । ତେବେ ନଜର ପକାନ୍ତୁ ରାଜ୍ୟର ପ୍ରମୁଖ ସହରରେ କଣ ରହିଛି ଆଜିର ପରିବା ଦର ।
Vegetable Price, କେଉଁଠି କେତେ ରହିଛି ଆଜି ପରିବା ଦର - ପରିବା ଦର
ରାଜ୍ୟର ପ୍ରମୁଖ ସହରରେ ଆସନ୍ତୁ ଜାଣିବା ଆଜି ରାଜ୍ୟର ପ୍ରମୁଖ ସହରରେ କେତେ ରହିଛି ପରିବା ଦର ।