ଭୁବନେଶ୍ବର: ବନ୍ୟା ପରେ ଆକାଶଛୁଆଁ ହୋଇଛି ପରିବା ଦର । ଜମି ଜଳମଗ୍ନ ହୋଇ ବ୍ୟାପକ ଫସଲ ନଷ୍ଟ ହୋଇଛି । ଫଳରେ ଆକାଶ ଛୁଆଁ ହୋଇଛି ପନିପରିବା ଦର । ବନ୍ୟା ଛାଡିଛି ହେଲେ ଲୋକଙ୍କ ଦୁର୍ଦ୍ଦଶା ବଢିଛି । ଉଚ୍ଚା ପରିବା ଦରରରେ ପେସି ହେଉଛନ୍ତି ଗ୍ରାହକ । ଆଳୁ ପିଆଜ ଦାମ ଛଡା ଆଉ କୌଣସି ପରିବା ଦର 50 ତଳକୁ ନାହିଁ । ଯେଉଁ ପରିବାରେ ହାତ ବୁଲାଇଲେ ସବୁ 50 ପାର। ବନ୍ୟା ସ୍ଥିତି ପାଇଁ ଆଗକୁ ଦର ବଢିବା ଆଶଙ୍କା କରାଯାଉଛି । ଲୋକ ବାଧ୍ୟ ହୋଇ ଉଚ୍ଚାଦରରେ ପରିବା କିଣୁଛନ୍ତି । ସଜନା ଛୁଇଁ ଏବଂ ବିନ୍ ମୂଲ୍ୟ ସବୁଠୁ ଅଧିକ ରହିଥିବା ଦେଖିବାକୁ ମିଳିଛି । କେବେ ପରିବା ଦର ସ୍ବାଭାବିକ ହେଉଛି ତାହା ଦେଖିବାକୁ ବାକି ରହିଲା । ତେବେ ନଜର ପକାନ୍ତୁ ରାଜ୍ୟର ପ୍ରମୁଖ ସହରରେ କଣ ରହିଛି ଆଜିର ପରିବା ଦର ।
Vegetable Price, ଆଜି ରାଜ୍ୟରେ କଣ ରହିଛି ପନିପରିବା ଦର - ପରିବା ଦର
ରାଜ୍ୟର ପ୍ରମୁଖ ସହରରେ ଆସନ୍ତୁ ଜାଣିବା ଆଜି ରାଜ୍ୟର ପ୍ରମୁଖ ସହରରେ କେତେ ରହିଛି ପରିବା ଦର ।