ଭୁବନେଶ୍ବର: ବନ୍ୟା ପରେ ପରିବା ଦର ଉଚ୍ଚା ହୋଇଛି । ଜମି ଜଳମଗ୍ନ ହୋଇ ଫସଲ ନଷ୍ଟ ହେବା ଫଳରେ ଆକାଶ ଛୁଆଁ ହୋଇଛି ପନିପରିବା ଦର । ଉଚ୍ଚା ପରିବା ଦରକୁ ନେଇ ପେସି ହେଉଛନ୍ତି ଗ୍ରାହକ । ସବୁ ପରିବା କିଲୋପ୍ରତି 50 ପାର ହୋଇଛି । ଏମିତିରେ ପରିବା ଦର ଉଚ୍ଚା ରହିଥିବାବେଳେ ଦାଉ ସାଧିଛି ବନ୍ୟା ସ୍ଥିତି । ଆଳୁ ପିଆଜ ଦାମ ଛଡା ଆଉ କୌଣସି ପରିବା ଦର 50 ତଳକୁ ନାହିଁ । ଯେଉଁ ପରିବାରେ ହାତ ବୁଲାଇଲେ ସବୁ 50 ପାର । ବନ୍ୟା ସ୍ଥିତି ପାଇଁ ଆଗକୁ ଦର ବଢିବା ଆଶଙ୍କା କରାଯାଉଛି । ଲୋକ ବାଧ୍ୟ ହୋଇ ଉଚ୍ଚାଦରରେ ପରିବା କିଣୁଛନ୍ତି । ସଜନା ଛୁଇଁ ଏବଂ ବିନ୍ ମୂଲ୍ୟ ସବୁଠୁ ଅଧିକ ରହିଥିବା ଦେଖିବାକୁ ମିଳିଛି । ତେବେ ନଜର ପକାନ୍ତୁ ରାଜ୍ୟର ପ୍ରମୁଖ ସହରରେ କଣ ରହିଛି ଆଜିର ପରିବା ଦର ।
Vegetable Price, ନଜର ପକାନ୍ତୁ ଆଜିର ପରିବା ଦର ଉପରେ - ପରିବା ଦର
ରାଜ୍ୟର ପ୍ରମୁଖ ସହରରେ ଆସନ୍ତୁ ଜାଣିବା ଆଜି ରାଜ୍ୟର ପ୍ରମୁଖ ସହରରେ କେତେ ରହିଛି ପରିବା ଦର ।