ETV Bharat / city

ଗଞ୍ଜାମ ବସ ଦୁର୍ଘଟଣା: ମୁଖ୍ୟମନ୍ତ୍ରୀଙ୍କ ଶୋକ, ମୃତକଙ୍କ ପରିବାରକୁ 2 ଲକ୍ଷ କ୍ଷତିପୂରଣ

author img

By

Published : Feb 9, 2020, 4:56 PM IST

ଗଞ୍ଜାମ ବସ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ 2 ଲକ୍ଷ ଟଙ୍କା ସହାୟତା ଘୋଷଣା କରିଛନ୍ତି ।

Chief Minister expressed sorrow over Ganjam bus accident
ଗଞ୍ଜାମ ବସ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର: ଗଞ୍ଜାମ ବସ ଦୁର୍ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ 2 ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି । ସେହିପରି ଆହତ ସମସ୍ତ 25 ଜଣଙ୍କୁ ମାଗଣାରେ ଚିକିତ୍ସା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ବ୍ରହ୍ମପୁର ମାନ୍ଦ୍ରାଜ ଗାଁ ନିକଟରେ ଏକ ବରଯାତ୍ରୀ ବସରେ ନିଆଁ ଲାଗି 6 ଜଣଙ୍କ ମୃତ୍ୟୁ ହୋଇଛି ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

Intro:ଗଞ୍ଜାମ ବସ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୃତଙ୍କ ପରିବାର କୁ ଗଭୀର ସମବେଦନା ଜଣାଇବା ସହିତ 2 ଲକ୍ଷ ଟଙ୍କା ଘୋଷଣା କରିଛନ୍ତି। ମୋଟ6 ଜନଙ୍କ ମୃତ୍ୟୁ ହୋଇଛି। ସେହିପରି ସମସ୍ତ 25 ଜଣ ଆହତଙ୍କୁ ମାଗଣାରେ ଚିକିତ୍ସା ଯୋଗାଉଦେବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।
Body:KConclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.