ETV Bharat / city

Naveen Patnaik Delhi Visit: ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

author img

By

Published : May 30, 2022, 5:46 PM IST

Updated : May 30, 2022, 6:03 PM IST

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକକଲ୍ୟାଣମାର୍ଗ ସ୍ଥିତ ପ୍ରଧାନମନ୍ତ୍ରୀଙ୍କ ସରକାରୀ ବାସଭବନରେ ଏହି ସାକ୍ଷାତ ହୋଇଛି । ଅଧିକ ପଢନ୍ତୁ

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି (Prime Minister Narendra Modi) ଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (Chief Minister Naveen Patnaik)। ପ୍ରଧାନମନ୍ତ୍ରୀଙ୍କ। ଲୋକକଲ୍ୟାଣ ମାର୍ଗ ସ୍ଥିତ ପ୍ରଧାନମନ୍ତ୍ରୀଙ୍କ ସରକାରୀ ବାସଭବନରେ ଏହି ସାକ୍ଷାତ ଆଲୋଚନା ହୋଇଛି ।

ପ୍ରାୟ 30 ମିନିଟ ଧରି ପ୍ରଧାନମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି । ରାଜ୍ୟର ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ସ୍ବାର୍ଥ ପ୍ରସଙ୍ଗରେ ନବୀନ ଆଲୋଚନା କରିଛନ୍ତି । ଏହାସହ ରାଜ୍ୟର ଦାବି ଉପସ୍ଥାପନା କରିଛନ୍ତି । ତେବେ ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ ଆଲୋଚନା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ରାଷ୍ଟ୍ରପତି ନିର୍ବାଚନ ନେଇ କୌଣସି ଆଲୋଚନା ହୋଇନାହିଁ ।

ଅନ୍ୟପଟେ ସଂଧ୍ୟା 6.30 ରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି ।

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉଭୟଙ୍କ ମଧ୍ୟରେ ଆଲୋଚନା

ମୋଦିଙ୍କୁ ଭେଟିବା ପରେ ନବୀନଙ୍କ ପ୍ରତିକ୍ରିୟା

ମହାମାରୀ ପରେ ଏହା ସୌଜନ୍ୟମୂଳକ ସାକ୍ଷାତ ଥିଲା

ଓଡିଶାର ଏକାଧିକ ପ୍ରସଙ୍ଗ ଉପରେ ଆଲୋଚନା ହୋଇଛି

ରାଜ୍ୟର ଉନ୍ନତି ପାଇଁ ମଧ୍ୟ ମୋଦିଙ୍କ ସହଯୋଗ ଲୋଡିଛି ବୋଲି ନବୀନ କହିଛନ୍ତି

ଇଟିଭି ଭାରତ, ନୂଆଦିଲ୍ଲୀ

Last Updated : May 30, 2022, 6:03 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.