ETV Bharat / city

CM Naveen Visit To Delhi: ଆଜିଠୁ 5 ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

author img

By

Published : Apr 28, 2022, 8:57 PM IST

Updated : Apr 29, 2022, 7:16 AM IST

ଆଜି ଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ । 5 ଦିନିଆ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମେ 3 ତାରିଖରେ ଓଡିଶା ଫେରିବେ ମୁଖ୍ୟମନ୍ତ୍ରୀ । ଗତ 3 ମାସ ମଧ୍ୟରେ ଦ୍ଵିତୀୟ ଥର ଲାଗି ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଯାଉଥିବାରୁ ବିଭିନ୍ନ ଚର୍ଚ୍ଚା ସୃଷ୍ଟି ହୋଇଛି । ଅଧିକ ପଢନ୍ତୁ

ନବୀନ ପଟ୍ଟନାୟକ
ନବୀନ ପଟ୍ଟନାୟକ

ଭୁବନେଶ୍ବର: ଆଜି (ଶୁକ୍ରବାର) ଠାରୁ 5 ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମେ’ 3 ତାରିଖରେ ଓଡିଶା ଫେରିବେ ମୁଖ୍ୟମନ୍ତ୍ରୀ । ଗତ 3 ମାସ ମଧ୍ୟରେ ଦ୍ଵିତୀୟ ଥର ଲାଗି ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଯାଉଥିବାରୁ ବିଭିନ୍ନ ଚର୍ଚ୍ଚା ସୃଷ୍ଟି ହୋଇଛି ।

ରାଷ୍ଟ୍ରପତି ଓ ରାଜ୍ୟସଭା ନିର୍ବାଚନ ଅବ୍ୟାହତ ପୂର୍ବରୁ ନବୀନଙ୍କ ଦିଲ୍ଲୀ ଗସ୍ତ ବହୁ ଗୁରୁତ୍ବ ବହନ କରୁଛି । ତେବେ ସେ ରାଜ୍ୟର ସ୍ବାର୍ଥ ଲାଗି କେନ୍ଦ୍ର ସରକାରଙ୍କ ବିଭିନ୍ନ ମନ୍ତ୍ରୀଙ୍କ ସହିତ ବୈଠକ କରିବେ ବୋଲି ଜଣାପଡିଛି । କେନ୍ଦ୍ର ସରକାରଙ୍କ ଉପରେ ରାଜ୍ୟର ବକେୟା ଟଙ୍କା ପଡି ରହିଛି । ସେସ, ଜିଏସଟି ଓ ଅନ୍ୟାନ୍ୟ ବାବଦରେ ପ୍ରାୟ 50 ହଜାର କୋଟି ଟଙ୍କା ବକେୟା କେନ୍ଦ୍ର ସରକାର ଉପରେ ପଡିରହିଛି । ଏହାସହ ଅନ୍ୟାୟ ପ୍ରସଙ୍ଗରେ ମଧ୍ୟ ବିଭିନ୍ନ କେନ୍ଦ୍ରମନ୍ତ୍ରୀଙ୍କ ସହ ଆଲୋଚନା କରିପାନ୍ତି ନବୀନ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

Last Updated : Apr 29, 2022, 7:16 AM IST

For All Latest Updates

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.