ETV Bharat / city

ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ରଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

author img

By

Published : May 6, 2021, 5:08 PM IST

ରାଜ୍ୟସଭା ସାଂସଦ ତଥା ବିଶିଷ୍ଟ ଶିଳ୍ପୀ ରଘୁନାଥ ମହାପାତ୍ରଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ...

ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ରଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ
ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ରଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟସଭା ସାଂସଦ ତଥା ବିଶିଷ୍ଟ ଶିଳ୍ପୀ ରଘୁନାଥ ମହାପାତ୍ରଙ୍କ ଉତ୍ତମ ସ୍ବାସ୍ଥ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗୁରୁବାର ମୁଖ୍ୟମନ୍ତ୍ରୀ କୋରୋନାରେ ଆକ୍ରାନ୍ତ ହୋଇ ମେଡିକାଲରେ ଚିକିତ୍ସିତ ରଘୁନାଥଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଏହା ସହିତ ମୁଖ୍ୟମନ୍ତ୍ରୀ ତାଙ୍କ ଚିକିତ୍ସା ନେଇ ଅବଗତ ହୋଇଛନ୍ତି ।

ଏହାସହ ମୁଖ୍ୟମନ୍ତ୍ରୀ ଟ୍ବିଟ କରି ଲେଖିଛନ୍ତି, ‘ରାଜ୍ୟସଭା ସାଂସଦ ତଥା ବିଶିଷ୍ଟ ଶିଳ୍ପୀ ରଘୁନାଥ ମହାପାତ୍ର କୋଭିଡ ସଂକ୍ରମିତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ନେଇ ଅବଗତ ହେଲି । ତାଙ୍କ ଆଶୁଆରୋଗ୍ୟ ଓ ଉତ୍ତମ ସ୍ବାସ୍ଥ୍ୟ କାମନା କରୁଛି।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.