ETV Bharat / city

ତାମିଲନାଡୁ ବାଣ କାରଖାନା ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନଙ୍କ ଶୋକ

author img

By

Published : Feb 12, 2021, 8:09 PM IST

ତାମିଲନାଡୁ ବାଣ କାରଖାନା ଅଗ୍ନିକାଣ୍ଡ ଘଟଣାରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ...

ତାମିଲନାଡୁ ବାଣ କାରଖାନା ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନଙ୍କ ଶୋକ
ତାମିଲନାଡୁ ବାଣ କାରଖାନା ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନଙ୍କ ଶୋକ

ଭୁବନେଶ୍ବର: ତାମିଲନାଡୁ ବାଣ କାରଖାନା ଅଗ୍ନିକାଣ୍ଡ ଘଟଣାରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଟ୍ବିଟ କରି ଲେଖିଛନ୍ତି, ତାମିଲନାଡୁ ବିରୁଦ୍ଧୁନଗରରେ ବାଣ କାରଖାନାରେ ଅଗ୍ନିକାଣ୍ଡ ଘଟଣା ଖବର ଶୁଣି ମୁଁ ଦୁଃଖିତ । ମୃତକଙ୍କ ପରିବାର ପ୍ରତି ସମ୍ବେଦନା ପ୍ରକଟ କରିବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ନବୀନ ।

ଶୁକ୍ରବାର ଅପରାହ୍ନରେ ତାମିଲନାଡୁର ବିରୁଦ୍ଧୁନଗରରେ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା । ବିରୁଧୁନଗର ସ୍ଥିତ ଏକ ବାଣ କାରଖାନାରେ ନିଆଁ ଲାଗି ଘଟିଥିଲା ଏହି ଦୁର୍ଘଟଣା । ବର୍ତ୍ତମାନ ସୁଦ୍ଧା ଏହି ଦୁର୍ଘଟଣାରେ 11 ଜଣଙ୍କ ମୃତ୍ୟୁ ହୋଇସାରିଥିବା ବେଳେ 12ରୁ ଉର୍ଦ୍ଧ୍ବ ଆହତ ହୋଇଛନ୍ତି ।

ମୃତକଙ୍କ ପରିଜନଙ୍କୁ ପିଏମ ପାଣ୍ଠିରୁ 2 ଲକ୍ଷ ଟଙ୍କା ଅନୁକମ୍ପା ଅର୍ଥ ଓ ଗୁରୁତର ଆହତଙ୍କ ଚିକିତ୍ସା ପାଇଁ 50 ହଜାର ଟଙ୍କା ଲେଖାଏଁ ସହାୟତା ଅର୍ଥ ଦିଆଯିବ । ଏନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.