ETV Bharat / city

ବାତ୍ୟା ପୁନରୁଦ୍ଧାର: କିଛି ସମୟ ପରେ ପ୍ୟାକେଜ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ

author img

By

Published : May 27, 2021, 5:19 PM IST

ଆକାଶମାର୍ଗରୁ ପରିଦର୍ଶନ ପରେ ଗୁରୁତ୍ବପୂର୍ଣ୍ଣ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାତ୍ୟା ପ୍ରଭାବିତ ଲୋକଙ୍କ ଲାଗି ପ୍ୟାକେଜ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ । ଅଧିକ ପଢନ୍ତୁ...

ବାତ୍ୟା ପୁନରୁଦ୍ଧାର; କିଛି ସମୟ ପରେ ପ୍ୟାକେଜ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବାତ୍ୟା ପ୍ରଭାବିତ ଅଞ୍ଚଳ ଆକାଶମାର୍ଗରୁ ପରିଦର୍ଶନ ପରେ ଗୁରୁତ୍ବପୂର୍ଣ୍ଣ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିସି ଜରିଆରେ ଚାଲିଛି ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ।

ନବୀନ ନିବାସରୁ ମୁଖ୍ୟମନ୍ତ୍ରୀ, ରାଜୀବ ଭବନରୁ ମୁଖ୍ୟ ଶାସନ ସଚିବ, ଏସଆରସି ପ୍ରଦୀପ ଜେନା ଓ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଅଛନ୍ତି । ବାତ୍ୟା ପ୍ରବାହିତ ଲୋକଙ୍କ ଥଇଥାନ ଲାଗି ପ୍ୟାକେଜ ଘୋଷଣା କରିବା ନେଇ ବିଚାର ବିମର୍ଷ କରୁଛନ୍ତି ମୁଖ୍ୟମନ୍ତ୍ରୀ ।

ଆସନ୍ତା କିଛି ସମୟ ମଧ୍ୟରେ ବାତ୍ୟା ପ୍ରଭାବିତ ଲୋକଙ୍କ ଲାଗି ପ୍ୟାକେଜ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ ।

ଭୁବନେଶ୍ବରରୁ ଭବାନୀଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.