ETV Bharat / city

ସମସ୍ତ ଜଗନ୍ନାଥ ପ୍ରେମୀଙ୍କୁ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳଙ୍କ ଶୁଭେଚ୍ଛା

ଆଜି ହେଉଛି ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସମସ୍ତ ଜଗନ୍ନାଥ ପ୍ରେମୀଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ।

author img

By

Published : Jun 23, 2020, 11:31 AM IST

cm and  Governor greets people on occasion of Lord Jagannath's Rath Yatra

ଭୁବନେଶ୍ବର: ଆଜି ହେଉଛି ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ମହାମାରୀ କୋରୋନା କଟକଣାରେ ଚଳିତ ବର୍ଷ ପାଳିତ ହେଉଛି ଘୋଷଯାତ୍ରା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଜଗନ୍ନାଥ ପ୍ରେମୀଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ।

cm-and-governor-greets-people-on-occasion-of-lord-jagannaths-rath-yatra
ଆଜି ହେଉଛି ବିଶ୍ବ ପ୍ରସିଦ୍ଧ ରଥଯାତ୍ରା

ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବା ସହ @IPR_Odishaରେ ଘରେ ବସି ମହାପ୍ରଭୁଙ୍କ ରଥଯାତ୍ରାର ସିଧାପ୍ରସାରଣ ଦେଖିବାକୁ କହିଛନ୍ତି ।

ସମସ୍ତ ଜଗନ୍ନାଥ ପ୍ରେମୀଙ୍କୁ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ ଜଣାଇଲେ ଶୁଭେଚ୍ଛା
ଫଟୋ ସୌଜନ୍ୟ:ଟ୍ବିଟର@Naveen_Odisha

ରାଜ୍ୟପାଳ ଟ୍ବିଟରେ ଉଲ୍ଲେଖ କରିଛନ୍ତି ଯେ, ସାରା ବିଶ୍ବରେ ଥିବା ଶ୍ରୀ ଜଗନ୍ନାଥପ୍ରେମୀଙ୍କୁ ଶୁଭେଚ୍ଛା । ଏହି ଯାତ୍ରା ସମାଜରେ ଶାନ୍ତି, ମୈତ୍ରୀ ଓ ଭ୍ରାତୃଭାବର ପ୍ରତିଷ୍ଠା କରୁ ଓ କୋରୋନା ବିରୋଧରେ ମାନବ ଜାତିର ଲଢେଇରେ ବିଜୟ ନିମନ୍ତେ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା ।

ଫଟୋ ସୌଜନ୍ୟ:ଟ୍ବିଟର@GovernorOdisha

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.