ETV Bharat / city

ପୋଲସରା ଅଘଟଣ, ମୃତକଙ୍କ ପରିବାରକୁ 4 ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା - polasara child dead issue

ପୋଲସରା ଅଘଟଣକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ମୃତକଙ୍କ ପରିବାରକୁ 4ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି । ପଢନ୍ତୁ ସମ୍ପୂର୍ଣ୍ଣ ରିପୋର୍ଟ...

polasara child dead issue
ପୋଲସରା ଅଘଟଣ, ମୃତକଙ୍କ ପରିବାରକୁ 4 ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା
author img

By

Published : Feb 23, 2020, 2:36 PM IST

ଭୁବନେଶ୍ବର: ପୋଲସରାରେ ଖେଳୁ ଖେଳୁ ନିଆଁ ଲାଗି 3 ପିଲାଙ୍କ ମୃତ୍ୟୁ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୋକ ସନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ପରିବାରକୁ 4 ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଏଥିସହିତ ଜଣେ ଆହତଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦେବା ସହିତ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.