ETV Bharat / city

କୃତି OAS ପରୀକ୍ଷାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କ ଶୁଭେଚ୍ଛା

author img

By

Published : Jan 6, 2020, 10:58 PM IST

ଓଏଏସ ପାଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଉଭୟ ଟ୍ବିଟ କରି ନିଜର ଶୁଭେଚ୍ଛା ବାର୍ତ୍ତା ଜଣାଇଛନ୍ତି ।

CM Congratulate
ଓଏଏସ ପାଇଥିବା ପରୀକ୍ଷାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ବର: ଓଏଏସ ପାଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ବିଟର ଜରିଆରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ସରକାରୀ ସୁବିଧା ସୁଯୋଗକୁ ତୃଣମୂଳସ୍ତରରେ ପହଞ୍ଚାଇବା ସହ ସେବାକୁ ଧର୍ମ କରି ରାଜ୍ୟ ତଥା ଲୋକଙ୍କ ଉନ୍ନତି କରିବା ସମସ୍ତଙ୍କ ଲକ୍ଷ୍ୟ ହେଉ ବୋଲି ଟ୍ବିଟରରେ ଦେଇଥିବା ନିଜ ଶୁଭେଚ୍ଛା ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି ।

ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଓଏଏସ ପାଇଥିବା ପରୀକ୍ଷାର୍ଥୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଏହାସହ ଓଡିଶାର ଉନ୍ନତି ଦିଗରେ କାମ କରିବା ଲାଗି ସେ ଆଶା ରଖିଛନ୍ତି ।

For All Latest Updates

TAGGED:

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.