ETV Bharat / city

ରାତି ଅଧିଆ ବଦଳି ପରେ, 3 ଜିଲ୍ଲାପାଳଙ୍କୁ ସମ୍ବର୍ଦ୍ଧନା କଲେ ନବୀନ - ଜିଲ୍ଲପାଳ

3 ବିଦାୟୀ ଜିଲ୍ଲାପାଳଙ୍କୁ ସମ୍ବର୍ଦ୍ଧନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୁରୀ ଜିଲ୍ଲାପାଳ ଜ୍ୟୋତି ପ୍ରକାଶ ଦାସ, କେନ୍ଦ୍ରାପଡ଼ାର ଦାଶରଥି ଶତପଥୀ, ଖୋର୍ଦ୍ଧାର ପୂର୍ବତନ ଜିଲ୍ଲାପାଳ ନିର୍ମଳ ମିଶ୍ରଙ୍କୁ ସଚିବାଳୟରେ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଛନ୍ତି ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର
author img

By

Published : May 7, 2019, 10:26 PM IST

Updated : May 8, 2019, 7:10 AM IST

ଭୁବନେଶ୍ବର: 3 ବିଦାୟୀ ଜିଲ୍ଲାପାଳଙ୍କୁ ସମ୍ବର୍ଦ୍ଧନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୁରୀ ଜିଲ୍ଲାପାଳ ଜ୍ୟୋତି ପ୍ରକାଶ ଦାସ, କେନ୍ଦ୍ରାପଡ଼ାର ଦାଶରଥି ଶତପଥୀ, ଖୋର୍ଦ୍ଧାର ପୂର୍ବତନ ଜିଲ୍ଲାପାଳ ନିର୍ମଳ ମିଶ୍ରଙ୍କୁ ସଚିବାଳୟରେ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଛନ୍ତି ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର

ବିଶେଷ କରି ବାତ୍ୟା ଫନି ସମୟରେ ସେମାନଙ୍କ କାର୍ଯ୍ୟକୁ ପ୍ରଶଂସା କରିବା ସହିତ ଲକ୍ଷାଧିକ ଲୋକଙ୍କୁ ସ୍ଥାନାନ୍ତରିତ କରିବା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସେମାନଙ୍କ ନିଷ୍ଠାପର କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେବା ସହିତ ପ୍ରଶଂସା କରିଥିଲେ ।

ଭଲ କାର୍ଯ୍ୟ କରିଥିଲେ ମଧ୍ୟ ରିଲିଫ, ଥଇଥାନ ଓ ପୁନଃଉଦ୍ଧାର କାର୍ଯ୍ୟରେ ସେମାନଙ୍କୁ ଦୂରେଇ ରଖିବା ସହ ରାତି ଅଧିଆ ବଦଳି କରିଛନ୍ତି ସରକାର । ଯାହାକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

Intro:Body:

df

Conclusion:
Last Updated : May 8, 2019, 7:10 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.