ETV Bharat / city

CHSE Plus 2 Result: ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କ ଶୁଭେଚ୍ଛା

ପ୍ରକାଶ ପାଇଛି ଯୁକ୍ତଦୁଇ ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ଫଳ । ଉତ୍ତୀର୍ଣ୍ଣ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅଧିକ ପଢ଼ନ୍ତୁ

author img

By

Published : Jul 27, 2022, 8:41 PM IST

CHSE Plus 2 Result: କୃତକାର୍ଯ୍ୟଙ୍କୁ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ବର: ପ୍ରକାଶ ପାଇଛି ଯୁକ୍ତଦୁଇ ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ଫଳ । ଚଳିତ ବର୍ଷ ଛାତ୍ରଙ୍କ ପାସ୍‌ହାର ଠାରୁ ଛାତ୍ରୀଙ୍କ ପାସ୍‌ ହାର ଅଧିକ ରହିଛି । କୃତକାର୍ଯ୍ୟ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

  • ଯୁକ୍ତଦୁଇ ପରୀକ୍ଷାରେ କୃତକାର୍ଯ୍ୟ ଛାତ୍ରଛାତ୍ରୀଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ। ସମସ୍ତ ଛାତ୍ରଛାତ୍ରୀଙ୍କ ଉଜ୍ଜ୍ଵଳ ଭବିଷ୍ୟତ କାମନା କରୁଛି।

    Congratulate all the students who have passed in the #CHSE Plus Two examinations. All the best for your future endeavours. #Odisha pic.twitter.com/F8eoOj86gz

    — Naveen Patnaik (@Naveen_Odisha) July 27, 2022 " class="align-text-top noRightClick twitterSection" data=" ">

ମୁଖମନ୍ତ୍ରୀ ଟ୍ବିଟ୍‌ କରି କହିଛନ୍ତି ଯେ, "ଯୁକ୍ତଦୁଇ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ। ସମସ୍ତ ଛାତ୍ରଛାତ୍ରୀଙ୍କ ଉଜ୍ଜ୍ଵଳ ଭବିଷ୍ୟତ କାମନା କରୁଛି ।"

  • ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ୨ ବିଜ୍ଞାନ ଏବଂ ବାଣିଜ୍ୟ ବିଭାଗ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା । ସମସ୍ତଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି । pic.twitter.com/hZjWlUtkG4

    — Dharmendra Pradhan (@dpradhanbjp) July 27, 2022 " class="align-text-top noRightClick twitterSection" data=" ">

ସେପଟେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୁକ୍ତଦୁଇ କୃତକାର୍ଯ୍ୟ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି ଯେ, "ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ ୨ ବିଜ୍ଞାନ ଏବଂ ବାଣିଜ୍ୟ ବିଭାଗ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା । ସମସ୍ତଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରୁଛି ।"

ବିଜ୍ଞାନରେ ପାସ୍‌ ହାର ୯୪ ପ୍ରତିଶତ ରହିଥିବା ବେଳେ ବାଣିଜ୍ୟରେ ପାସ୍‌ ହାର ୮୯ ପ୍ରତିଶତ ରହିଛି । ଚଳିତ ବର୍ଷ ଦୁଇଟି ପଦ୍ଧତିରେ ମୂଲ୍ୟାଙ୍କନ ହୋଇଛି । ପ୍ରଥମ ବିକଳ୍ପ ଭାବରେ ପରିଷଦ ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷାରେ ନମ୍ବର ରଖିଛନ୍ତି । ଦ୍ଵିତୀୟରେ ପ୍ରତ୍ୟେକ ବିଷୟର ଶତକଡା ୮୦ ନମ୍ବର ପରିଷଦ ପରିଚାଳିତ ପରୀକ୍ଷା ଭିତ୍ତିରେ ଓ ଶତକଡା ୨୦ ଭାଗ ନମ୍ବର ସ୍କୁଲ ପରିଚାଳିତ କ୍ଵାର୍ଟର ଏଣ୍ଡ୍‌ ପରୀକ୍ଷା ଭିତ୍ତିରେ ଦିଆଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

For All Latest Updates

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.