ETV Bharat / city

ରାକ୍ଷୀ ପୁର୍ଣିମା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା, ନବୀନ ନିବାସକୁ ନଆସିବାକୁ ଅନୁରୋଧ - ମୁଖ୍ୟମନ୍ତ୍ରୀଙ୍କ ରାକ୍ଷୀ ପୁର୍ଣ୍ଣିମା ଶୁଭେଚ୍ଛା

ରାକ୍ଷୀ ପୁର୍ଣ୍ଣିମାକୁ ନେଇ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ରକ୍ଷା ବନ୍ଧନ ପାଇଁ ନବୀନ ନିବାସକୁ ନଆସିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି । ଅଧିକ ପଢ଼ନ୍ତୁ

ରାକ୍ଷୀ ପୁର୍ଣିମା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା, ନବୀନ ନିବାସକୁ ନଆସିବାକୁ ଅନୁରୋଧ

author img

By

Published : Aug 10, 2022, 9:54 PM IST

ଭୁବନେଶ୍ବର: ପବିତ୍ର ରାକ୍ଷୀ ପୁର୍ଣ୍ଣିମାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । କୋଭିଡକୁ ଦୃଷ୍ଟିରେ ରଖି ଗହଳି ନକରି ଜନସାଧାରଣ ନିରାପଦରେ ରକ୍ଷା ବନ୍ଧନ ପର୍ବ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତାକାଲି ରକ୍ଷା ବନ୍ଧନ ପାଇଁ ନବୀନ ନିବାସକୁ ନଆସିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି ।

  • ରାକ୍ଷୀ ପୂର୍ଣ୍ଣିମା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ @Naveen_Odisha ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇବା ସହ କୋଭିଡକୁ ଦୃଷ୍ଟିରେ ରଖି ନିରାପଦରେ ରକ୍ଷା ବନ୍ଧନ ପର୍ବ ପାଳନ କରିବାକୁ ପରାମର୍ଶ ଦେଇଛନ୍ତି। ଏଥିସହ ରାକ୍ଷୀ ବାନ୍ଧିବା ପାଇଁ ନବୀନ ନିବାସ ନ ଆସିବାକୁ ସେ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି। #Odisha

    — CMO Odisha (@CMO_Odisha) August 10, 2022 " class="align-text-top noRightClick twitterSection" data=" ">

ମୁଖ୍ୟମନ୍ତ୍ରୀ ଟ୍ବିଟ୍‌ କରି କହିଛନ୍ତି, "ରାକ୍ଷୀ ପୂର୍ଣ୍ଣିମାକୁ ନେଇ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ । କୋଭିଡକୁ ଦୃଷ୍ଟିରେ ରଖି ନିରାପଦରେ ରକ୍ଷା ବନ୍ଧନ ପର୍ବ ପାଳନ କରନ୍ତୁ । ଏଥିସହ ରାକ୍ଷୀ ବାନ୍ଧିବା କେହି ନବୀନ ନିବାସ ନଆସିବାକୁ ଜନସାଧାରଣଙ୍କୁ ଅନୁରୋଧ ।"

For All Latest Updates

TAGGED:

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.