ETV Bharat / city

ଗଜପତି ସଡ଼କ ଦୁର୍ଘଟଣା: ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀଙ୍କ ଶୋକ - ଗଜପତି ସଡ଼କ ଦୁର୍ଘଟଣା

ଗଜପତି ସଡ଼କ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ ପ୍ରକାଶ ।

ଗଜପତି ସଡ଼କ ଦୁର୍ଘଟଣା
ଗଜପତି ସଡ଼କ ଦୁର୍ଘଟଣା
author img

By

Published : Feb 16, 2021, 5:46 PM IST

Updated : Feb 16, 2021, 8:18 PM IST

ଭୁବନେଶ୍ୱର: ଗଜପତି ଜିଲ୍ଲା ଆର. ଉଦୟଗିରି ଥାନା ଅନ୍ତର୍ଗତ କଙ୍କଡାଗୁଡା ଗାଁ ନିକଟରେ ଆଜି ଏକ ବରଯାତ୍ରୀ ଗାଡି ଓଲଟି ପଡିଛି । ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ତିନିଜଣଙ୍କ ଅବସ୍ଥା ସଂଙ୍କଟାପନ୍ନ ରହିଛି । ଏହି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀଙ୍କ ଶୋକ
ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀଙ୍କ ଶୋକ

ଏହାସହ ମୁଖ୍ୟମନ୍ତ୍ରୀ ମୃତକଙ୍କ ପରିବାର ଲୋକଙ୍କୁ ଗଭୀର ସମବେଦନା ଜଣାଇବା ସହ ଦୁଇ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି । ଆହତମାନଙ୍କୁ ମାଗଣାରେ ଚିକିତ୍ସା ଯୋଗାଇ ଦିଆଯିବ ଵୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀଙ୍କ ଶୋକ
ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀଙ୍କ ଶୋକ

ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଏହି ଘଟଣାରେ ଟ୍ବିଟ ଜରିଆରେ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

Last Updated : Feb 16, 2021, 8:18 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.