ETV Bharat / city

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଲାଇଫ ଟାଇମ ଆଚିଭମେଣ୍ଟ ଆୱାର୍ଡ - ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆଓ୍ବାର୍ଡ

ଦୃଢ ନେତୃତ୍ବ ଓ ଉଲ୍ଲେଖନୀୟ ବିକାଶମୂଳକ କାର୍ଯ୍ୟ ପାଇଁ ଲାଇଫ ଟାଇମ ଆଚିଭମେଣ୍ଟ ଆୱାର୍ଡରେ ସମ୍ମାନୀତ ହେବେ ନବୀନ CM Naveen Patnaik get Lifetime Achievement Award । ଆସନ୍ତା ମାସ 4 ତାରିଖରେ ନୂଆଦିଲ୍ଲୀରେ କ୍ଯାପିଟାଲ ଫାଉଣ୍ଡେସନ ସୋସାଇଟି ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ସମ୍ମାନିତ କରିବେ ପୂର୍ବତନ CJI ଏନ.ଭି ରମଣା । ଅଧିକ ପଢନ୍ତୁ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଲାଇଫ ଟାଇମ ଆଚିଭମେଣ୍ଟ ଆୱାର୍ଡ

author img

By

Published : Aug 29, 2022, 11:08 PM IST

ଭୁବନେଶ୍ବର: ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମିଳିବ ଲାଇଫ ଟାଇମ୍ ଆଚିଭମେଣ୍ଟ ଆୱାର୍ଡ (CM Naveen Patnaik get Lifetime Achievement Award)। ଉଲ୍ଲେଖନୀୟ ନେତୃତ୍ବ ପାଇଁ କ୍ଯାପିଟାଲ ଫାଉଣ୍ଡେସନ ସୋସାଇଟି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବ । ଆସନ୍ତା ମାସ 4 ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଲାଇଫ ଟାଇମ ଆଚିଭମେଣ୍ଟ ଆୱାର୍ଡରେ ସମ୍ମାନିତ କରିବେ ପୂର୍ବତନ ପ୍ରଧାନ ବିଚାରପତି ଏନ.ଭି ରମଣା । ନୂଆଦିଲ୍ଲୀ ସ୍ଥିତ ଇଣ୍ଡିଆ ଇଣ୍ଟରନ୍ୟାସନାଲ ସେଣ୍ଟରରେ ଏହି ଆଓ୍ବାର୍ଡ ପ୍ରଦାନ କାର୍ଯ୍ଯକ୍ରମ ଅନୁଷ୍ଠିତ ହେବ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଲାଇଫ ଟାଇମ ଆଚିଭମେଣ୍ଟ ଆୱାର୍ଡ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଲାଇଫ ଟାଇମ ଆଚିଭମେଣ୍ଟ ଆୱାର୍ଡ

ଦୃଢ ନେତୃତ୍ବ ଓ ଉଲ୍ଲେଖନୀୟ ବିକାଶମୂଳକ କାର୍ଯ୍ୟ ପାଇଁ ଏହି ଆଓ୍ବାର୍ଡରେ ସମ୍ମାନିତ ହେବେ ନବୀନ (CM Naveen Patnaik)। ଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ଏହି ଉତ୍ସବରେ ଜଷ୍ଟିସ ଏ.କେ ପଟ୍ଟନାୟକ ମଧ୍ୟ ଉପସ୍ଥିତ ରହିବେ । ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ଲାଗି ମୁଖ୍ୟମନ୍ତ୍ରୀ 31 ତାରିଖରେ ଦିଲ୍ଲୀ ଗସ୍ତରେ ଯାଉଛନ୍ତି । 4 ତାରିଖରେ ସେ ଏହି ସମ୍ମାନରେ ସମ୍ମାନିତ ହେବାର କାର୍ଯ୍ୟକ୍ରମ ରହିଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.