ETV Bharat / city

ଆସନ୍ତାକାଲି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

author img

By

Published : Nov 7, 2019, 11:54 PM IST

4 ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡିଶାର ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ଓ ବକେୟା ଦେୟ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀଙ୍କ ସହ କରିବେ ଆଲୋଚନା ।

ଫାଇଲ ଫଟୋ

ଭୁବନେଶ୍ବର: ଶୁକ୍ରବାର 4 ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗସ୍ତ ସମୟରେ ନବୀନ ବିଭିନ୍ନ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀଙ୍କ ସହ ଆଲୋଚନା କରିବେ ।

ବିଶେଷ କରି ଓଡିଶାର ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ଓ ବକେୟା ଦେୟ ପ୍ରସଙ୍ଗରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ନଭେମ୍ବର 11ରେ ଓଡିଶା ଫେରିବେ ମୁଖ୍ୟମନ୍ତ୍ରୀ ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

Intro:ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତରେ ଯିବେ। ଏହି ସମୟରେ ସେ ବିଭିନ୍ନ କେନ୍ଦ୍ରମନ୍ତ୍ରୀ ଙ୍କ ସହ ଆଲୋଚନା କରିବେ। ବିଶେଷ କରି ଓଡ଼ିଶାର ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ଓ ବକେୟା ଦେୟ ପ୍ରସଙ୍ଗରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। 11ରେ ଓଡିଶା ଫେରିବେ।Body:କConclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.