ETV Bharat / city

କାଲିଠୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

author img

By

Published : Sep 17, 2019, 10:10 PM IST

ଆସନ୍ତାକାଲିଠୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ସେ କେନ୍ଦ୍ର ସରକାରଙ୍କ ସହ ବିଭିନ୍ନ ବକେୟା ପ୍ରକଳ୍ପ ସମ୍ବନ୍ଧରେ ଆଲୋଚନା କରିବେ ।

ଫାଇଲ ଫଟୋ

ଭୁବନେଶ୍ବର: ଆସନ୍ତାକାଲିଠୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ବକେୟା ପ୍ରକଳ୍ପ ସମ୍ବନ୍ଧରେ କେନ୍ଦ୍ର ସରକାରଙ୍କ ସହ ଆଲୋଚନା କରିବେ । ଦିଲ୍ଲୀ ସ୍ଥିତ ଓଡିଶାରେ ଭବନରେ ସେ ଏସମ୍ପର୍କରେ ଆଲୋଚନା କରିବେ ।

ସେପ୍ଟେମ୍ବର 19ରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ଫେରିବେ । ତେବେ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କୁ ନେଇ ବଦଳୁଥିବା ରାଜନୈତିକ ପାଣିପାଗରେ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ ଏବେ ସମସ୍ତଙ୍କ ଫୋକସରେ ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

Intro:ଆସନ୍ତା କାଲି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ସେ କେନ୍ଦ୍ର ସରକାରଙ୍କ ନିକଟରେ ରହିଥିବା କିତହିଁ ବକେୟା ପ୍ରକଳ୍ପ ଉପରେ ଆଲୋଚନା କରିବେ। ଓଡିଶା ଭବନରେ ଏନେଇ ଆଲୋଚନା କରିବେ। ଗୁରୁବାର ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରିବେ। ତେବେ ବଦଳୁଥିବା ରାଜନୈତିକ ପାଣିପାଗରେ ନବୀନଙ୍କ ଏହି ଗସ୍ତ ଅନେକ ଗୁରୁତ୍ୱ ବ
ବହନ କରୁଛି।Body:ହହConclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.