ETV Bharat / city

ହୋଲି ଖେଳିବେନି ନବୀନ - ଚଳିତବର୍ଷ ହୋଲି ଖେଳିବେ ନାହିଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟ

ଚଳିତବର୍ଷ ହୋଲି ଖେଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।

naveen patnaik will not celebrate holi
ହୋଲି ଖେଳିବେନି ନବୀନ
author img

By

Published : Mar 7, 2020, 1:37 PM IST

ଭୁବନେଶ୍ବର: ଚଳିତବର୍ଷ ହୋଲି ଖେଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜଣାଇ ଦିଆଯାଇଛି। ତେବେ କଣ ପାଇଁ ଖେଳିବେ ନାହିଁ ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ ।

ପୂର୍ବରୁ କୋରୋନା ପାଇଁ ରାଜ୍ୟପାଳ ହୋଲି ଖେଳିବେନି କିମ୍ବା କୌଣସି କାର୍ଯ୍ୟକ୍ରମରେ ସାମିଲ ହେବେ ନାହିଁ ବୋଲି କହିଥିଲେ। ସେହିପରି ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀଙ୍କ ସମେତ ଅନେକ ରାଜ୍ୟର ମୁଖ୍ୟମନ୍ତ୍ରୀ ମଧ୍ୟ ହୋଲି ଖେଳିବେ ନାହିଁ ବୋଲି ମନା କରିଛନ୍ତି।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.