ETV Bharat / city

ପବିତ୍ର ଜନ୍ମାଷ୍ଟମୀ: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ - ଧରାପୃଷ୍ଠରେ ଅବତରଣ କରିବେ ପ୍ରଭୁ ଶ୍ରୀକୃଷ୍ଣ

ଆଜି ଧରାପୃଷ୍ଠରେ ଅବତରଣ କରିବେ ପ୍ରଭୁ ଶ୍ରୀକୃଷ୍ଣ । ସେନେଇ ମଥୁରାରୁ ବୃନ୍ଦାବନ ଉତ୍ସବମୁଖର । ଶ୍ରୀମନ୍ଦିରରେ ମଧ୍ୟ ଶ୍ରୀକୃଷ୍ଣ ଜନ୍ମ ଉତ୍ସବ ପାଳନ ହେଉଥିବାବେଳେ ମୁଖ୍ୟମନ୍ତ୍ରୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଫଟୋ ସୌଜନ୍ୟ:@naveen_odisha
author img

By

Published : Aug 23, 2019, 8:32 AM IST

ଭୁବନେଶ୍ବର: ଆଜି ହେଉଛି ପବିତ୍ର ଜନ୍ମାଷ୍ଟମୀ । ଏହି ଉପଲକ୍ଷେ ଦେଶବାସୀଙ୍କୁ ଟ୍ବିଟ କରି ଶୁଭେଚ୍ଛା ସହ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରଭୁ ଶ୍ରୀକୃଷ୍ଣଙ୍କ ଅପାର କରୁଣାରୁ ସମସ୍ତଙ୍କ ସୁଖ ଓ ସମୃଦ୍ଧି କାମନା କରିଛନ୍ତି ନବୀନ ପଟ୍ଟନାୟକ ।

ଆଜି ଧରାପୃଷ୍ଠରେ ଅବତରଣ କରିବେ ପ୍ରଭୁ ଶ୍ରୀକୃଷ୍ଣ । ଏହି ପବିତ୍ର ଦିନକୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି । ମଥୁରା ରୁ ବୃନ୍ଦାବନ ସମେତ ସାରାଦେଶରେ କୃଷ୍ଣ ଜନ୍ମକୁ ନେଇ ଉତ୍ସବ ମୁଖର । ଶ୍ରୀମନ୍ଦିରରେ ମଧ୍ୟ ପାଳିତ ହେଉଛି ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ । ଭଜନ କୀର୍ତ୍ତନ ସହିତ ହରିବୋଲରେ ପ୍ରକମ୍ପିତ ହେଉଛି ଶ୍ରୀକ୍ଷେତ୍ର ।

ଭୁବନେଶ୍ବରରୁ ଇଟିଭି ବ୍ୟୁରୋ

Intro:Body:

xx

Conclusion:
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.