ETV Bharat / city

Budget Session: ଗୃହରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ

ଆରମ୍ଭ ହୋଇଛି ବିଧାନସଭା ବଜେଟ ଅଧିବେଶନ । ଅଧିବେଶନ ଆରମ୍ଭରୁ ଗୃହରେ ଦିବଙ୍ଗତ ନେତା ଓ କୋଭିଡ ଯୋଦ୍ଧାଙ୍କ ଉଦ୍ଦେଶ୍ୟରେ ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରସ୍ତାବ ଆଗତ କରିଥିଲେ। ଅଧିକ ପଢ଼ନ୍ତୁ

cm naveen pattnaik passed proposal for covid warriors and former mla
ବିଧାନସଭାରେ ମୁଖ୍ୟମନ୍ତ୍ରୀ ଆଗତ କଲେ ଶୋକ ପ୍ରସ୍ତାବ
author img

By

Published : Mar 25, 2022, 2:37 PM IST

ଭୁବନେଶ୍ବର: ଆରମ୍ଭ ହୋଇଛି ବିଧାନସଭା ବଜେଟ ଅଧିବେଶନ । ଅଧିବେଶନ ଆରମ୍ଭରୁ ଗୃହର ଦିବଙ୍ଗତ ନେତା ଓ କୋଭିଡ ଯୋଦ୍ଧାଙ୍କ ଉଦ୍ଦେଶ୍ୟରେ ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରସ୍ତାବ ଆଗତ କରିଥିଲେ।

ବିଧାନସଭାରେ ମୁଖ୍ୟମନ୍ତ୍ରୀ ଆଗତ କଲେ ଶୋକ ପ୍ରସ୍ତାବ

ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ବାଳ, ପୂର୍ବତନ ବାଚସ୍ପତି କିଶୋର ମହାନ୍ତି, ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକ, ପୂର୍ବତନ ମନ୍ତ୍ରୀ ଦୁର୍ଯ୍ୟୋଧନ ମାଝୀ ଏବଂ ଅନ୍ୟ ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରସ୍ତାବକୁ ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠି ଏବଂ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ସମର୍ଥନ କରି ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଥିଲେ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ ଓ ରୁଦ୍ର ନାରାୟଣ ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.