ETV Bharat / city

ହୋଲି ପାଳିବେନି ମୁଖ୍ୟମନ୍ତ୍ରୀ - ହୋଲି

ହୋଲି ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁଭେଚ୍ଛୁ ମାନଙ୍କୁ ନବୀନ ନିବାସ ନ ଆସିବାକୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଅନୁରୋଧ କରାଯାଇଛି ।

ଫାଇଲ ଫଟୋ
author img

By

Published : Mar 21, 2019, 7:58 PM IST

ଭୁବନେଶ୍ବର: ହୋଲି ଉତ୍ସବ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୁଲୱାମା ଆକ୍ରମଣରେ ସହିଦ ହୋଇଥିବା ବୀର ଯବାନଙ୍କୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ହୋଲିରୁ ଦୂରେଇ ରହିବେ ମୁଖ୍ୟମନ୍ତ୍ରୀ ।

ତେଣୁ ଶୁଭେଚ୍ଛୁ ମାନଙ୍କୁ ନବୀନ ନିବାସ ନ ଆସିବାକୁ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଅନୁରୋଧ କରାଯାଇଛି । ଗତ ଫେବୃଆରୀ 14 ତାରିଖରେ ପୁଲୱାମାରେ ଆତଙ୍କୀ ଆକ୍ରମଣରେ 40ରୁ ଊର୍ଦ୍ଧ୍ବ ଯବାନ ସହିଦ୍‌ ହୋଇଥିଲେ । ସେଥିରେ ଦୁଇ ଜଣ ଓଡିଆ ମଧ୍ୟ ଥିଲେ । ସେହି ସହିଦଙ୍କୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ହୋଲି ଉତ୍ସବ ପାଳିବେନି ।

ଭୁବନେଶ୍ବରରୁ ଅଜିତ୍ କୁମାର ଦାଶ, ଇଟିଭି ଭାରତ

Intro:Body:

ମୁମ୍ବାଇ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାୟୋପିକକୁ ନେଇ ନାହିଁନଥିବା ଚର୍ଚ୍ଚା ଚାଲିଥିବାବେଳେ ଆଜି ରିଲିଜ ହୋଇଛି ଫିଲ୍ମର ଟ୍ରେଲର। ଟ୍ରେଲରରେ ମୋଦିଙ୍କ ଭୂମିକାରେ କମାଲ କରିଛନ୍ତି ଅଭିନେତା ବିବେକ ଓବରୟ, ଯେଉଁଥିରେ ଦେଖିବାକୁ ମିଳିଛି ମୋଦିଙ୍କ ବ୍ୟକ୍ତିଗତ ତଥା ରାଜନୈତିକ ଜୀବନର ଝଲକ।

ଟ୍ରେଲରରେ ମୋଦିଙ୍କ ପିଲାଦିନରୁ ନେଇ ପ୍ରଧାନମନ୍ତ୍ରୀ ହେବା ପର୍ଯ୍ୟନ୍ତର କଠିନ ସମୟ ଦର୍ଶାଯାଇଛି । ମୁମ୍ବାଇର ଗୋଟିଏ ଇଭେଣ୍ଟରେ ଫିଲ୍ମର ସମସ୍ତ ଷ୍ଟାରଙ୍କ ଉପସ୍ଥିତିରେ  ରିଲିଜ କରାଯାଇଛି ଏହି ଟ୍ରେଲର। ଫିଲ୍ମରେ କେବଳ ବିବେକ ନୁହେଁ ବରଂ ତାଙ୍କ ପିତା ସୁରେଶ ଓବରୟ ମଧ୍ୟ ନଜର ଆସିଛନ୍ତି । ଫିଲ୍ମରେ ଅମିତ ଶାହଙ୍କ ଭୂମିକାରେ ମନୋଜ ଯୋଶୀ ନଜର ଆସୁଥିବାବେଳେ ମୋଦିଙ୍କ ମାଆ ହିରାବେନଙ୍କ ଭୂମିକାରେ ନଜର ଆସିବେ ଅଭିନେତ୍ରୀ ଜରିନା ୱହାବ।

ପ୍ରକାଶ ଥାଉକି, ଫିଲ୍ମଟି ସମସ୍ତଙ୍କ ପାଇଁ ବହୁତ ଖାସ କାରଣ ଏଥିରେ ଦେଶର ପ୍ରଧାନମନ୍ତ୍ରୀଙ୍କ ସାଧୁ, ମୁଖ୍ୟମନ୍ତ୍ରୀ ଆଉ ତାପରେ ପ୍ରଧାନମନ୍ତ୍ରୀ ହେବାର ସମ୍ପୂର୍ଣ୍ଣ କାହାଣୀ ନଜର ଆସିବ। ନିର୍ବାଚନକୁ ଆଖିରେ ରଖି ଫିଲ୍ମଟି ଏପ୍ରିଲ 5ତାରିଖରେ ରିଲିଜ ହେବାର ନିଷ୍ପତ୍ତି ନିଆଯାଇଛି। କିନ୍ତୁ ପୂର୍ବରୁ ଏହା ଏପ୍ରିଲ 12ତାରିଖରେ ରିଲଜ ହେବାର ଘୋଷଣା କରାଯାଇଥିଲା ।

Conclusion:
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.