ETV Bharat / city

ସହରାଞ୍ଚଳ ପାଇଁ ପ୍ୟାକେଜ; ରାସ୍ତାଘାଟ, ନର୍ଦ୍ଦମା ମରାମତି ନିମନ୍ତେ ୫୦୦ କୋଟି - cm sanctions for urban area

ବର୍ଷା ଯୋଗୁଁ ସାରା ରାଜ୍ୟରେ ବିଭିନ୍ନ ସହରାଞ୍ଚଳର ବିଭିନ୍ନ ରାସ୍ତାଘାଟ, ନର୍ଦ୍ଦମା ଓ ଫୁଟପାଥ କ୍ଷତିଗ୍ରସ୍ତ ହୋଇଛି । ତେଣୁ ଏହାର ମରାମତିପାଇଁ ୫୦୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଅଧିକ ପଢନ୍ତୁ

ରାସ୍ତାଘାଟ, ନର୍ଦ୍ଦମା ମରାମତି ପାଇଁ ୫୦୦ କୋଟି

author img

By

Published : Nov 20, 2021, 1:28 PM IST

Updated : Nov 20, 2021, 3:28 PM IST

ଭୁବନେଶ୍ବର: ବର୍ଷାରେ ବିଭିନ୍ନ ସହରାଞ୍ଚଳର କ୍ଷତିଗ୍ରସ୍ତ ରାସ୍ତା ହେବ ମରାମତି । ଏନେଇ ୫୦୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ବର୍ଷା ଯୋଗୁଁ ସାରା ରାଜ୍ୟରେ ବିଭିନ୍ନ ସହରାଞ୍ଚଳର ବିଭିନ୍ନ ରାସ୍ତାଘାଟ, ନର୍ଦ୍ଦମା ଓ ଫୁଟପାଥ କ୍ଷତିଗ୍ରସ୍ତ ହୋଇଛି । ତେଣୁ କ୍ଷତିଗ୍ରସ୍ତ ହୋଇଥିବା ବିଭିନ୍ନ ରାସ୍ତାଘାଟ, ନର୍ଦ୍ଦମା ଓ ଫୁଟପାଥର ମରାମତି ଓ ଉନ୍ନତିକରଣ କାର୍ଯ୍ୟ ତୁରନ୍ତ ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଆଗାମୀ ମୌସୁମୀ ଋତୁ ପୂର୍ବରୁ ଶେଷ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ରାସ୍ତାଘାଟ ନଷ୍ଟ ଯୋଗୁଁ ରାଜ୍ୟରେ ବିଭିନ୍ନ ସ୍ଥାନରେ ଘଟଣା ଓ ଦୁର୍ଘଟଣା ସାମ୍ନାକୁ ଆସିଥିଲା । ଏ ନେଇ ସୂଚନା ମିଳିବା ପରେ ମୁଖ୍ୟମନ୍ତ୍ରୀ ଏହି ପଦକ୍ଷେପ ନେଇଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

Last Updated : Nov 20, 2021, 3:28 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.