ETV Bharat / city

ବାହୁଡା ଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଟ୍ବିଟ: ରାଜ୍ୟର ପ୍ରଗତି ସହ କଲେ ମଙ୍ଗଳ କାମନା

author img

By

Published : Jul 1, 2020, 10:33 AM IST

ବାହୁଡା ଯାତ୍ରା ଅବସରେ ଟ୍ବିଟ କରି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟର ପ୍ରଗତି ସହ ସମସ୍ତଙ୍କ ମଙ୍ଗଳ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ବର୍ତ୍ତମାନର କଠିନ ସ୍ଥିତି ଶୀଘ୍ର ଦୂର ପାଇଁ କାଳିଆର କରୁଣା ଲୋଡିଛନ୍ତି ମୁଖ୍ୟମନ୍ତ୍ରୀ ।

ବାହୁଡା ଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଟ୍ବିଟ: ରାଜ୍ୟର ପ୍ରଗତି ସହ କଲେ ମଙ୍ଗଳ କାମନା
ବାହୁଡା ଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଟ୍ବିଟ: ରାଜ୍ୟର ପ୍ରଗତି ସହ କଲେ ମଙ୍ଗଳ କାମନା

ଭୁବନେଶ୍ବର: କୋରୋନା କଟକଣା ମଧ୍ୟରେ ଆଜି ବାହୁଡିଛନ୍ତି ମହାପ୍ରଭୁ । ଏହି ବାହୁଡା ଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ବିଟ କରି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ମୁଖ୍ୟମନ୍ତ୍ରୀ ଟ୍ବିଟ କରି କହିଛନ୍ତି ଯେ, 'ମହାପ୍ରଭୁଙ୍କ ପବିତ୍ର ବାହୁଡ଼ାଯାତ୍ରା ଅବସରରେ ସମସ୍ତଙ୍କୁ ମୋର ଶୁଭେଚ୍ଛା ଓ ଶୁଭକାମନା। ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାର କରୁଣାରୁ ବର୍ତ୍ତମାନର କଠିନ ସ୍ଥିତି ଶୀଘ୍ର ଦୂର ହେଉ। ଆମ ରାଜ୍ୟର ପ୍ରଗତି ସହିତ ସମସ୍ତଙ୍କ ମଙ୍ଗଳମୟ ଜୀବନ କାମନା କରୁଛି। ଜୟ ଜଗନ୍ନାଥ।'

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.