ETV Bharat / city

ବର୍ଦ୍ଧିତ ହୋଲ୍ଡିଂ ଟ୍ୟାକ୍ସକୁ ନେଇ କଂଗ୍ରେସର ପ୍ରତିବାଦ - Congress protests

ଭୁବନେଶ୍ୱର ମହାନଗର ନିଗମ ବେଆଇନ ଭାବେ ୧୦ ଗୁଣା ହୋଲ୍ଡିଂ ଟ୍ୟାକ୍ସ ଓ ପ୍ରପର୍ଟି ଟ୍ୟାକ୍ସ ବୃଦ୍ଧି ପ୍ରତ୍ୟାହାର ଦାବିରେ କଳିଙ୍ଗ ହସ୍ପିଟାଲ ଛକ ସ୍ଥିତ ବିଏମସି ଡେପୁଟି କମିଶନରଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଭୁବନେଶ୍ୱର ଉତ୍ତର ନିର୍ବାଚନମଣ୍ଡଳୀ ପକ୍ଷରୁ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଯାଇଛି । ଅଧିକ ପଢନ୍ତୁ...

ବର୍ଦ୍ଧିତ ହୋଲ୍ଡିଂ ଟ୍ୟାକ୍ସକୁ ନେଇ କଂଗ୍ରେସର ପ୍ରତିବାଦ

author img

By

Published : Mar 10, 2021, 8:02 PM IST

ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମ ଦ୍ବାରା ବେଆଇନ ଭାବେ ୧୦ ଗୁଣା ହୋଲ୍ଡିଂ ଟ୍ୟାକ୍ସ ଓ ପ୍ରପର୍ଟି ଟ୍ୟାକ୍ସ ବୃଦ୍ଧି ପ୍ରତ୍ୟାହାର ଦାବିରେ କଳିଙ୍ଗ ହସ୍ପିଟାଲ ଛକ ସ୍ଥିତ ବିଏମସି ଡେପୁଟି କମିଶନରଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଭୁବନେଶ୍ୱର ଉତ୍ତର ନିର୍ବାଚନମଣ୍ଡଳୀ ତରଫରୁ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଯାଇଛି ।

ବର୍ଦ୍ଧିତ ହୋଲ୍ଡିଂ ଟ୍ୟାକ୍ସକୁ ନେଇ କଂଗ୍ରେସର ପ୍ରତିବାଦ

ଭୂବନେଶ୍ବର ଜିଲ୍ଲା କଂଗ୍ରେସ ସଭାପତି ବିଶ୍ୱଜିତ ଦାଶ ଓ ବ୍ଲକ ସଭାପତି ଅଶୋକ ଦାସଙ୍କ ନେତୃତ୍ଵରେ ଶତାଧିକ କଂଗ୍ରେସ କର୍ମୀ ଏକତ୍ରିତ ହୋଇ ପ୍ରତିବାଦ କରିଥିଲେ । ଏହାସହ କର୍ମୀମାନେ ସରକାର ବିରୋଧୀ ନାରାବାଜି ଦେବାସହ ଏହାକୁ ଶୀଘ୍ର ପ୍ରତ୍ୟାହାର ପାଇଁ ଦାବି କରିଛନ୍ତି । ଯଦି ମହାନଗର ନିଗମ ଏନେଇ କୌଣସି ନିଷ୍ପତ୍ତି ନନିଅନ୍ତି ତେବେ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ର ହେବ ବୋଲି କଂଗ୍ରେସ କହିଛି ।

ଭୁବନେଶ୍ବରୁ ଦେବସ୍ମିତା ରାଉତ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.