ETV Bharat / city

ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ପ୍ରସ୍ତୁତି, ଗଠନ ହେଲା କମିଟି - congress panchayat elections preparation

ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ରାଜ ନିର୍ବାଚନକୁ ଦୃଷ୍ଟିରେ ରଖି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକ ଏକ ରାଜ୍ୟସ୍ତରୀୟ କମିଟି ଘୋଷଣା କରିଛନ୍ତି । ଅଧିକ ପଢନ୍ତୁ...

ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ପ୍ରସ୍ତୁତି, ଗଠନ ହେଲା କମିଟି

author img

By

Published : Jul 29, 2021, 9:34 PM IST

ଭୁବନେଶ୍ବର: ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ରାଜ ନିର୍ବାଚନକୁ ଦୃଷ୍ଟିରେ ରଖି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକ ଏକ ରାଜ୍ୟସ୍ତରୀୟ କମିଟି ଘୋଷଣା କରିଛନ୍ତି । ଏହି କମିଟିରେ ବରିଷ୍ଠ କଂଗ୍ରେସ ନେତା ଯଜ୍ଞେଶ୍ୱର ବାବୁ ଆବାହକ ଥିବା ବେଳେ ଉମା ବଲ୍ଲଭ ରଥ, ମନୋରଞ୍ଜନ ଦାଶ, ଦେଓ ପ୍ରସାଦ, କୈଳାସ ସାହୁ ପ୍ରମୁଖ ସଦସ୍ୟ ରହିଛନ୍ତି ।

ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ପ୍ରସ୍ତୁତି, ଗଠନ ହେଲା କମିଟି
ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ପ୍ରସ୍ତୁତି, ଗଠନ ହେଲା କମିଟି

ଏହି କମିଟି ତୃଣମୂଳ ସ୍ତରରୁ ଜିଲ୍ଲାସ୍ତର ପର୍ଯ୍ୟନ୍ତ କିପରି ମ୍ୟୁନିସପାଲିଟି ଏବଂ ପଞ୍ଚାୟତ ସଂଗଠନକୁ ପ୍ରସ୍ତୁତ କରାଯିବ, ସେ ନେଇ ସବିଶେଷ ତଥ୍ୟ ସଂଗ୍ରହ କରି ଏକ ରିପୋର୍ଟ ପ୍ରଦେଶ କଂଗ୍ରେସ କମିଟିକୁ ପ୍ରଦାନ କରିବା ପାଇଁ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ବୋଲି ପିସିସି ଗଣମାଧ୍ୟମ ସଂଯୋଜକ ଦୀପକ କୁମାର ମହାପାତ୍ର ପ୍ରେସ ବିଜ୍ଞପ୍ତିରେ ଜଣାଇଛନ୍ତି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ ଓ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.