ETV Bharat / city

କୋରୋନା ସତର୍କତା: ସ୍କୁଲରେ ଏକାଠି ନ ହେବାକୁ ମନ୍ତ୍ରୀଙ୍କ ପରାମର୍ଶ - କୋରୋନା ସତର୍କତା

ରାଜ୍ୟ ସରକାରଙ୍କ ପକ୍ଷରୁ ସ୍କୁଲ ମାନଙ୍କୁ କୋରୋନା ଭୂତାଣୁ ପାଇଁ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି । ଅଧିକ ପଢନ୍ତୁ...

Corona advisory for schools
କୋରୋନା ସତର୍କତା: ବିଦ୍ୟାଳୟରେ ଏକାଠି ନ ହେବାକୁ ମନ୍ତ୍ରୀଙ୍କ ପରାମର୍ଶ
author img

By

Published : Mar 6, 2020, 7:40 PM IST

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପକ୍ଷରୁ ସ୍କୁଲ ମାନଙ୍କୁ କୋରୋନା ଭୂତାଣୁ ପାଇଁ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି । ଏନେଇ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ତେବେ ସ୍କୁଲ ବନ୍ଦ କରାଯିବା ନେଇ କୌଣସି ନିଷ୍ପତ୍ତି ନିଆଯାଇନାହିଁ ।

କୋରୋନା ସତର୍କତା: ବିଦ୍ୟାଳୟରେ ଏକାଠି ନ ହେବାକୁ ମନ୍ତ୍ରୀଙ୍କ ପରାମର୍ଶ

ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସତର୍କତା ଗୁଡିକୁ ବିଦ୍ୟାଳୟରେ ପାଳନ କରାଯିବ । ଗୋଟିଏ ସ୍ଥାନରେ ଏକାଠି ହେବାକୁ ବାରଣ କରାଯାଇଥିବା ବେଳେ ବାର୍ଷିକ ଉତ୍ସବ ଭଳି କାର୍ଯ୍ୟକ୍ରମ ନ କରିବାକୁ ପରାମର୍ଶ ଦିଆଯାଇଥିବା ନେଇ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.