ETV Bharat / city

ଜିଲ୍ଲାପାଳଙ୍କୁ ଯୋଗାଣ ବିଭାଗର ଚିଠି, ମାସ୍କ ଓ ସାନିଟାଇଜର ଉପରେ ରଖ କଡା ନଜର - coronavirus update in odisha

କୋରୋନା ପାଇଁ ସତର୍କତା । ସବୁ ଜିଲ୍ଲାପାଳଙ୍କୁ ଯୋଗାଣ ବିଭାଗର ଚିଠି । ମାସ୍କ ଓ ସାନିଟାଇଜର ଉପରେ କଡା ନଜର ରଖିବାକୁ ନିର୍ଦ୍ଦେଶ । ଅଧିକ ପଢନ୍ତୁ...

Supply department write letter to all collector
କୋରୋନା : ସବୁ ଜିଲ୍ଲାପାଳଙ୍କୁ ଯୋଗାଣ ବିଭାଗର ଚିଠି, ମାସ୍କ ଓ ସାନିଟାଇଜର ଉପରେ ରଖ କଡା ନଜର
author img

By

Published : Mar 15, 2020, 11:33 AM IST

ଭୁବନେଶ୍ବର: ମାସ୍କ ଓ ସାନିଟାଇଜରକୁ ଅତ୍ୟାବଶ୍ୟକ ସାମଗ୍ରୀ ଭାବରେ ଘୋଷଣା କରିଛନ୍ତି ସରକାର। କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ପରେ ରାଜ୍ୟ ଯୋଗାଣ ବିଭାଗ ଏନେଇ ବିଜ୍ଞପ୍ତି ପ୍ରକାଶ କରିଛି।

Supply department write letter to all collector
କୋରୋନା : ସବୁ ଜିଲ୍ଲାପାଳଙ୍କୁ ଯୋଗାଣ ବିଭାଗର ଚିଠି, ମାସ୍କ ଓ ସାନିଟାଇଜର ଉପରେ ରଖ କଡା ନଜର

ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଛି ବିଭାଗ। ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ଅନୁଯାୟୀ ଜୁନ 30 ପର୍ଯ୍ୟନ୍ତ ମାସ୍କ ଓ ହ୍ୟାଣ୍ଡ ସାନିଟାଇଜରକୁ ଅତ୍ୟାବଶ୍ୟକ ସାମଗ୍ରୀ ଭାବେ ଘୋଷଣା କରାଯାଇଛି । ଏହାର ଅଭାବୀ ବିକ୍ରି ଏବଂ କଳାବଜାରୀକୁ ଦୃଢହସ୍ତରେ ଦମନ କରିବା ଲାଗି ନିର୍ଦ୍ଦେଶ ଦିଆଯାଇଛି ।

ସୂଚନାଥାଉକି, ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ଅନ୍ତର୍ଗତ ଯଥେଷ୍ଟ ପରିମାଣରେ ଏସବୁ ସାମଗ୍ରୀ ମହଜୁଦ କରିବା ଲାଗି ରାଜ୍ୟଗୁଡିକ ଉତ୍ପାଦକାରୀ କମ୍ପାନୀଗୁଡିକୁ ଦେଇପାରିବେ ନିର୍ଦ୍ଦେଶ । ଉତ୍ପାଦନ, ବଣ୍ଟନ, ଗୁଣବତ୍ତା ଉପରେ ରହିବ ସରକାରୀ ନିୟନ୍ତ୍ରଣ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.