ଭୁବନେଶ୍ୱର: ରାଉରକେଲା ପରେ ବରଗଡର କୋଭିଡ ସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଉପଦେଷ୍ଟା ଅସିତ ତ୍ରିପାଠୀ । ଏହା ପରେ ଏକ ସମୀକ୍ଷା ବୈଠକ ଆୟୋଜନ କରାଯାଇଛି ।
ବୈଠକରେ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂ, ଅତାବିରା ବିଧାୟକ ସ୍ନେହାଙ୍ଗିନୀ ଛୁରିଆ, ବରଗଡ ଜିଲ୍ଲାପାଳ, ଏସପି ଓ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।
ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ