ETV Bharat / city

ସାମ୍ବାଦିକ ପ୍ରବୀରଙ୍କ ପରିବାରକୁ ମିଳିଲା ଅନୁକମ୍ପା ରାଶି

author img

By

Published : Mar 2, 2021, 7:48 PM IST

ସ୍ବର୍ଗତଃ ପ୍ରବୀର ପ୍ରଧାନଙ୍କ ପରିବାରକୁ ମଙ୍ଗଳବାର ରାଜ୍ୟ ସରକାରଙ୍କ ପକ୍ଷରୁ 15 ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରାଯାଇଛି । ଅଧିକ ପଢନ୍ତୁ...

ପ୍ରବୀରଙ୍କ ପରିବାରକୁ ମିଳିଲା ସହାୟତା
ପ୍ରବୀରଙ୍କ ପରିବାରକୁ ମିଳିଲା ସହାୟତା

ଭୁବନେଶ୍ବର: ଦିବଗଂତ ସାମ୍ବାଦିକ ପ୍ରବୀରଙ୍କ ପରିବାରକୁ ମିଳିଲା ସହାୟତା । ସ୍ବର୍ଗତଃ ପ୍ରବୀର ପ୍ରଧାନଙ୍କ ପରିବାରକୁ ମଙ୍ଗଳବାର ରାଜ୍ୟ ସରକାରଙ୍କ ପକ୍ଷରୁ 15 ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରାଯାଇଛି ।

ମଙ୍ଗଳବାର ସ୍ବର୍ଗତ ପ୍ରବୀର କୁମାର ପ୍ରଧାନଙ୍କ ପତ୍ନୀଙ୍କୁ 15 ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରିଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ ସନତ କୁମାର ମହାନ୍ତି ।

ପ୍ରକାଳଶ ଥାଉକି, କୋରୋନାରେ ଆକ୍ରାନ୍ତ ହୋଇ ସାମ୍ବାଦିକ ପ୍ରବୀର କୁମାର ପ୍ରଧାନଙ୍କ ମୃତ୍ୟୁ ହୋଇଥିଲା ।

ଭୁବନେଶ୍ବରରୁ ତପନ କୁମାର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.