ETV Bharat / city

ରାଜଧାନୀରେ ଭାରତର ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀର

author img

By

Published : Mar 4, 2021, 2:35 PM IST

ପୂର୍ବତନ କ୍ରିକେଟର ତଥା ବିଜେପି ସାଂସଦ ଗୌତମ ଗମ୍ଭୀର ଆଜି ଭୁବନେଶ୍ବରରେ ପହଞ୍ଚିଛନ୍ତି । ଏକ ଟିଭି ଚ୍ୟାନେଲର ବାର୍ଷିକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଭୁବନେଶ୍ବର ବିମାନ ବନ୍ଦରରେ ପହଂଚିବ ପରେ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆ ଯାଇଛି । ଅଧିକ ପଢନ୍ତୁ...

ରାଜଧାନୀରେ ଭାରତର ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀର
ରାଜଧାନୀରେ ଭାରତର ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀର

ଭୁବନେଶ୍ବର: ରାଜଧାନୀରେ ଭାରତର ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀର । ସେ ଏକ ବେସରକାରୀ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବାକୁ ଆସିଥିବା ସୂଚନା ରହିଛି ।

ପୂର୍ବତନ କ୍ରିକେଟର ତଥା ବିଜେପି ସାଂସଦ ଗୌତମ ଗମ୍ଭୀର ଆଜି ଭୁବନେଶ୍ବରରେ ପହଞ୍ଚିଛନ୍ତି । ଏକ ଟିଭି ଚ୍ୟାନେଲର ବାର୍ଷିକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବ ପରେ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆ ଯାଇଥିବା ଦେଖିବାକୁ ମିଳିଛି ।

ଏହି କାର୍ଯ୍ୟକ୍ରମରେ ଭାଗ ନେବା ପରେ ସେ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ଥିବା ସୂତ୍ରରୁ ପ୍ରକାଶ ପାଇଛି ।

ଭୁବନେଶ୍ବରରୁ ଲକ୍ଷ୍ମୀକାନ୍ତ ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.