ETV Bharat / city

State corona death: ଆଖି ବୁଜିଲେ ଆଉ ୭ ଆକ୍ରାନ୍ତ

ଆଜି(ମଙ୍ଗଳବାର) ରାଜ୍ୟରେ ଆଉ 7 ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ଏହାକୁ ମିଶାଇ ରାଜ୍ୟରେ କୋଭିଡଜନିତ ମୃତ୍ୟୁସଂଖ୍ୟା ୮୦୬୨ରେ ପହଞ୍ଚିଛି । ଅଧିକ ପଢନ୍ତୁ...

ଆଖି ବୁଜିଲେ ଆଉ ୭ଆକ୍ରାନ୍ତ
ଆଖି ବୁଜିଲେ ଆଉ ୭ଆକ୍ରାନ୍ତ
author img

By

Published : Sep 7, 2021, 10:01 AM IST

ଭୁବନେଶ୍ବର: କିଛି ଦିନ ହେବ କୋରୋନା ମୃତ୍ୟୁ ରିପୋର୍ଟରୁ ଟିକେ ଆଶ୍ବସ୍ତି ମିଳିଛି । ରିପୋର୍ଟ ଅନୁସାରେ ଦୈନିକ ୬୦ରୁ ଅଧିକ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ଏ ଧାରାରେ ବ୍ରେକ ଲାଗିଛି । ଦୈନିକ ମୃତ୍ୟୁସଂଖ୍ୟା ୧୦ ତଳେ ରହୁଛି । ଆଜି(ମଙ୍ଗଳବାର) ରାଜ୍ୟରେ ଆଉ 7ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା ।

ଆଜିର ମୃତକଙ୍କ ମଧ୍ୟରେ ଭୁବନେଶ୍ବରରୁ ଜଣେ ଓ ଖୋର୍ଦ୍ଧାରୁ ୨ ଜଣ କୋଭିଡ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ଅନୁଗୋଳ ଓ କଟକରୁ ୨ଜଣ ଓ ପୁରୀରୁ ଜଣେ ଆକ୍ରାନ୍ତଙ୍କ ଜୀବନ ଯାଇଛି । ଏହାକୁ ମିଶାଇ ରାଜ୍ୟରେ କୋଭିଡଜନିତ ମୃତ୍ୟୁସଂଖ୍ୟା ୮୦୬୨ରେ ପହଞ୍ଚିଛି ।

ରାଜ୍ୟରେ ଦୈନିକ ସଂକ୍ରମଣ ତଳମୁହାଁ ରହିଛି । ଆଜି ରାଜ୍ୟରେ ୬୩୮ପଜିଟିଭି ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୧୨ ହଜାର ୮୦୫କୁରେ ପହଞ୍ଚିଛି । ସଂକ୍ରମଣ କମିଲେ ବି ବିପଦ ଟଳିନାହିଁ । ଆଗକୁ ତୃତୀୟ ଲହର ଆଶଙ୍କା ରହିଛି । ଏ ନେଇ ଅଧିକରୁ ଅଧିକ ସଚେତନତା ଅବଲମ୍ବନ କରିବାକୁ ପଡିବ ।

ବ୍ୟୁରୋ ରିପୋର୍ଟ,ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.