ETV Bharat / city

ନବୀନଙ୍କ ଲକଡାଉନ ଅବଧି ବଢାଇବା ନିଷ୍ପତ୍ତିକୁ ଧର୍ମେନ୍ଦ୍ରଙ୍କ ସ୍ୱାଗତ - ନବୀନଙ୍କ ଲକଡାଉନ ଅବଧି ବଢାଇବା ନିଷ୍ପତ୍ତିକୁ ଧର୍ମେନ୍ଦ୍ରଙ୍କ ସ୍ୱାଗତ

କୋରୋନା ମହାମାରୀର ମୁକାବିଲା କରିବାକୁ ମୁଖ୍ୟମନ୍ତ୍ରୀ ଲକଡାଉନ ସମୟ ସୀମାକୁ ଏପ୍ରିଲ 30 ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଏହି ପଦକ୍ଷେପକୁ ସ୍ବାଗତ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅଧିକ ପଢନ୍ତୁ...

dharmendra-on-extaintion-of-lockdown-in-odisha
ନବୀନଙ୍କ ଲକଡାଉନ ଅବଧି ବଢାଇବା ନିଷ୍ପତ୍ତିକୁ ଧର୍ମେନ୍ଦ୍ରଙ୍କ ସ୍ୱାଗତ
author img

By

Published : Apr 9, 2020, 8:29 PM IST

ଭୁବନେଶ୍ବର: କୋରୋନା ମହାମାରୀର ମୁକାବିଲା କରିବାକୁ ମୁଖ୍ୟମନ୍ତ୍ରୀ ଲକଡାଉନ ସମୟ ସୀମାକୁ ଏପ୍ରିଲ 30 ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଏହି ପଦକ୍ଷେପକୁ ସ୍ବାଗତ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ବିଟରରେ ଉଲ୍ଲେଖ କରିଛନ୍ତି ।

dharmendra-on-extaintion-of-lockdown-in-odisha
ନବୀନଙ୍କ ଲକଡାଉନ ଅବଧି ବଢାଇବା ନିଷ୍ପତ୍ତିକୁ ଧର୍ମେନ୍ଦ୍ରଙ୍କ ସ୍ୱାଗତ

କେନ୍ଦ୍ରମନ୍ତ୍ରୀ ଟ୍ବିଟରରେ ଲେଖିଛନ୍ତି, ‘କୋରୋନା ମହାମାରୀର ସାମ୍ନା କରିବା ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଲକଡାଉନ୍ ସମୟ ସୀମାକୁ ଏପ୍ରିଲ 30 ତାରିଖ ପର୍ଯ୍ୟନ୍ତ ସମ୍ପ୍ରସାରଣ କରିବା ସ୍ବାଗତଯୋଗ୍ୟ ପଦକ୍ଷେପ । କୋରୋନାର ମୁକାବିଲା କରିବା ପାଇଁ ଲକଡ଼ାଉନକୁ ଶତ ପ୍ରତିଶତ ପାଳନ କରିବା ଏବଂ ସରକାରଙ୍କ କଥା ମାନିବା ।’

ବର୍ତ୍ତମାନ ରାଜ୍ୟରେ କୋରୋନା ପଜିଟିଭଙ୍କ ସଂଖ୍ୟା 44 ରହିଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ତେବେ ଏକାଧିକ କୋରୋନା ପଜିଟିଭ ଚିହ୍ନଟ ସ୍ଥାନକୁ ସରକାର କଣ୍ଟେନମେଣ୍ଟ ଜୋନ ଭାବରେ ଘୋଷଣା କରିଛନ୍ତି ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.