ETV Bharat / city

ସମ୍ବଲପୁରୀ ଭାଷାରେ ନୂଆଁଖାଇ ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ

ପଶ୍ଚିମ ଓଡିଶା ଗଣପର୍ବ ନୂଆଁଖାଇ ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପଶ୍ଚିମ ଓଡିଶା ଭାଇ ଭଉଣୀଙ୍କୁ ନୂଆଖାଇ ଶୁଭେଚ୍ଛା ଜଣାଇଛନ୍ତି । ଅଧିକ ପଢନ୍ତୁ...

ସମ୍ବଲପୁରୀ ଭାଷାରେ ନୂଆଁଖାଇ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

author img

By

Published : Aug 23, 2020, 2:24 PM IST

ଭୁବନେଶ୍ୱର:ଆଜି ହେଉଛି ପଶ୍ଚିମ ଓଡିଶାର ଗଣ ପର୍ବ ନୂଆଁଖାଇ । ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପଶ୍ଚିମ ଓଡିଶା ଭାଇ ଭଉଣୀଙ୍କୁ ନୂଆଁଖାଇ ଶୁଭେଚ୍ଛା ଜଣାଇଛନ୍ତି ।

ସମ୍ବଲପୁରୀ ଭାଷାରେ ନୂଆଁଖାଇ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

କେନ୍ଦ୍ରମନ୍ତ୍ରୀ ସମ୍ବଲପୁରୀ ଭାଷାରେ ଭିନ୍ନ ଢଙ୍ଗରେ ଶୁଭେଚ୍ଛା ଜଣାଇଛନ୍ତି । ଏଥର ନୂଆଖାଇ ବାର୍ତ୍ତାରେ ସେ ମହାମାରୀ ସମୟରେ ନିଜର ତଥା ନିଜ ପରିବାରର ସୁରକ୍ଷା ଉପରେ ଗୁରୁତ୍ତ୍ୱ ଦେଇଛନ୍ତି । ସମସ୍ତଙ୍କୁ ସୁରକ୍ଷିତ ରହିବା ସହିତ ସାମାଜିକ ଦୂରତା, ମାସ୍କ ବ୍ୟବାହାର ଉପରେ ସେ ବାର୍ତ୍ତା ଦେଇଛନ୍ତି ।

ଭୁବନେଶ୍ୱରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

For All Latest Updates

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.