ETV Bharat / city

National Youth Day: ଦିବ୍ୟାଙ୍ଗଙ୍କୁ ଟ୍ରାଇ ସାଇକେଲ ଓ କମ୍ବଳ ବଣ୍ଟନ

author img

By

Published : Jan 12, 2022, 6:47 PM IST

ବିଜୁ ଯୁବ ଜନତା ଦଳ ପକ୍ଷରୁ ଜାତୀୟ ଯୁବ ଦିବସ ପାଳନ କରାଯାଇଛି । ଏହି ଅବସରରେ 11 ଜଣ ଦିବ୍ୟାଙ୍ଗଙ୍କୁ ଟ୍ରାଇ ସାଇକେଲ ଓ କମ୍ବଳ ବଣ୍ଟନ କରାଯାଇଛି । ଅଧିକ ପଢନ୍ତୁ

ଜାତୀୟ ଯୁବ ଦିବସ ପାଳିତ: ଦିବ୍ୟାଙ୍ଗଙ୍କୁ ଟ୍ରାଇ ସାଇକେଲ ଓ କମ୍ବଳ ବଣ୍ଟନ

ଭୁବନେଶ୍ବର: ବିଜୁ ଯୁବ ଜନତା ଦଳ ପକ୍ଷରୁ ଜାତୀୟ ଯୁବ ଦିବସ ପାଳନ କରାଯାଇଛି । ବିଜେଡି ରାଜ୍ୟ କାର୍ଯ୍ୟାଳୟରେ ବିଜୁ ଯୁବ ଜନତା ଦଳ ତରଫରୁ ସାମାଜିକ କାର୍ଯ୍ୟକ୍ରମ କରାଯାଇଛି । ଏହି ଅବସରରେ 11 ଜଣ ଦିବ୍ୟାଙ୍ଗଙ୍କୁ ଟ୍ରାଇ ସାଇକେଲ ଓ କମ୍ବଳ ବଣ୍ଟନ କରାଯାଇଛି ।

କାର୍ଯ୍ୟକ୍ରମରେ ବିଧାୟକ ତଥା ସାଧାରଣ ସମ୍ପାଦକ (ଯୁବ ଓ ଛାତ୍ର ବ୍ୟାପାର) ପ୍ରଣବ ବଳବନ୍ତରାୟ, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ତଥା ଛାତ୍ର ବିଜେଡି ରାଜ୍ୟ ସଭାପତି ଦେବୀ ରଞ୍ଜନ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.