ETV Bharat / city

ରାଜ୍ୟରେ ଡ୍ରାଇଭ୍-ଇନ୍ ଟୀକାକରଣ ବନ୍ଦ

ରାଜ୍ୟରେ ଡ୍ରାଇଭ୍-ଇନ୍ ଟୀକାକରଣ ବନ୍ଦ । ଡ୍ରାଇଭ୍-ଇନ୍ ଟୀକାକରଣ ବନ୍ଦ କରିବାକୁ ନିଷ୍ପତ୍ତି ନେଲେ ରାଜ୍ୟ ସରକାର । ଅଧିକ ପଢନ୍ତୁ...

ରାଜ୍ୟରେ ଡ୍ରାଇଭ୍-ଇନ୍ ଟିକାକରଣ ବନ୍ଦ
ରାଜ୍ୟରେ ଡ୍ରାଇଭ୍-ଇନ୍ ଟିକାକରଣ ବନ୍ଦ
author img

By

Published : May 19, 2021, 9:03 PM IST

ଭୁବନେଶ୍ବର: ରାଜ୍ୟରେ ଡ୍ରାଇଭ୍-ଇନ୍ ଟୀକାକରଣ ବନ୍ଦ । ଡ୍ରାଇଭ୍-ଇନ୍ ଟୀକାକରଣ ବନ୍ଦ କରିବାକୁ ନିଷ୍ପତ୍ତି ନେଲେ ରାଜ୍ୟ ସରକାର । ସମସ୍ତ ଜିଲ୍ଲାପାଳ ଏବଂ ମ୍ୟୁନିସିପାଲ କମିଶନରଙ୍କୁ ଏନେଇ ଚିଠି । ଚିଠି ଲେଖିଲେ ସ୍ୱାସ୍ଥ୍ୟ ବିଭାଗ ଏସସିଏସ୍ ପ୍ରଦୀପ୍ତ ମହାପାତ୍ର ।

ରାଜ୍ୟରେ ଡ୍ରାଇଭ୍-ଇନ୍ ଟିକାକରଣ ବନ୍ଦ
ରାଜ୍ୟରେ ଡ୍ରାଇଭ୍-ଇନ୍ ଟିକାକରଣ ବନ୍ଦ

ତେବେ କେନ୍ଦ୍ର ସରକାରଙ୍କ ଗାଇଡଲାଇନରେ ଏପରି ବ୍ୟବସ୍ଥା ନଥିବାରୁ ଏଭଳି ପଦକ୍ଷେପ ନିଆଯାଇଥିବା ପ୍ରଦୀପ୍ତ ମହାପାତ୍ରଙ୍କ ସୂଚନା ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.