ETV Bharat / city

ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତ ନିର୍ବାଚନ ଆୟୋଗ - ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି

ପଞ୍ଚାୟତ ନିର୍ବାଚନ ପାଇଁ ନିର୍ବାଚନ ଆୟୋଗ ପ୍ରସ୍ତୁତ ଥିବା ସୂଚନା ଦେଲେ ନିର୍ବାଚନ କମିଶନ ସଚିବ । ଅଧିକ ପଢନ୍ତୁ...

ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତ ନିର୍ବାଚନ ଆୟୋଗ

author img

By

Published : Oct 8, 2021, 1:33 PM IST

ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତ ନିର୍ବାଚନ ଆୟୋଗ । ଆସନ୍ତା 26 ତାରିଖ ମଧ୍ୟରେ ୱାର୍ଡ ମେମ୍ବର, ସମିତି ସଭ୍ୟ, ସରପଞ୍ଚଙ୍କ ସଂରକ୍ଷଣ ତାଲିକା ଚୂଡାନ୍ତ କରି ରାଜ୍ୟ ସରକାର ନିର୍ବାଚନ କମିଶନଙ୍କୁ ଦେବେ ବୋଲି ନିର୍ବାଚନ କମିଶନର କହିଛନ୍ତି ।

ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତ ନିର୍ବାଚନ ଆୟୋଗ

ସେହିପରି 30 ତାରିଖ ସୁଦ୍ଧା ଜିଲ୍ଲା ପରିଷଦ ସଭ୍ୟ ଓ ଅଧ୍ୟକ୍ଷ ସଂରକ୍ଷଣ ତାଲିକା ଦେବେ । ଏହା ପରେ ନିର୍ବାଚନ କମିଶନ ଭୋଟର ତାଲିକା ପ୍ରସ୍ତୁତ କରିବେ । ଭୋଟର ଲିଷ୍ଟ ପ୍ରସ୍ତୁତ ପାଇଁ ମାସେ ଦେଢ଼ମାସ ସମୟ ଲାଗିବ ବୋଲି ନିର୍ବାଚନ କମିଶନ ସଚିବ ରବିନ୍ଦ୍ର ନାଥ ସାହୁ କହିଛନ୍ତି । ଏହାପରେ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହେବ ବୋଲି ଗଣମାଧ୍ୟକୁ ସୂଚନା ଦେଇଛନ୍ତି ନିର୍ବାଚନ କମିଶନ ସଚିବ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.