ଭୁବନେଶ୍ବର: ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁଙ୍କ ପରଲୋକ । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।

ଏଥିସହିତ ତାଙ୍କ ପରିବାରକୁ ଗଭୀର ସମବେଦନା ଜଣାଇଛନ୍ତି। ସେ ଜଣେ ଦକ୍ଷ ସଂଗଠକ ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ତାଙ୍କର ଦଳପ୍ରତି ଯଥେଷ୍ଟ ଅବଦାନ ରହିଥିବା ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି ।
ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ