ETV Bharat / city

ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ଭୋଟ ଦେବେ 60 ଲକ୍ଷ ଭୋଟର - 11

୧୧ ତାରିଖରେ ଅନୁଷ୍ଠିତ ହେବ ପ୍ରଥମ ପର୍ଯ୍ୟାୟ ସାଧାରଣ ନିର୍ବାଚନ । ୭୨୩୩ ବୁଥ୍‌ରେ ୨୯,୭୨,୯୨୫ ପୁରୁଷ ଭୋଟର, ୩୦,୩୦,୨୨୨ ମହିଳା ଭୋଟର ଓ ୫୬୦ ଜଣ ତୃତୀୟ ଲିଙ୍ଗ ଭୋଟରଙ୍କୁ ମିଶାଇ ମୋଟ ୬୦ ଲକ୍ଷ ୩ ହଜାର ୭୦୭ ଜଣ ଭୋଟର ସେମାନଙ୍କର ମତଦାନ କରିବେ ।

ଫଟୋ ସୌଜନ୍ଯ: ସମ୍ବାଦଦାତା, ଭୁବନେଶ୍ବର
author img

By

Published : Apr 6, 2019, 3:05 AM IST

ଭୁବନେଶ୍ବର: ପ୍ରଥମ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଆସନ୍ତା ୧୧ ତାରିଖରେ ଅନୁଷ୍ଠିତ ହେବ । ଏଥିରେ 4ଟି ଲୋକସଭା ଆସନ (କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ) ଓ 28ଟି ବିଧାନସଭା ଆସନ ପାଇଁ ମତଦାନ ଅନୁଷ୍ଠିତ ହେବ ।

ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ୭୨୩୩ ବୁଥ୍‌ରେ ୨୯,୭୨,୯୨୫ ପୁରୁଷ ଭୋଟର, ୩୦,୩୦,୨୨୨ ମହିଳା ଭୋଟର ଓ ୫୬୦ ଜଣ ତୃତୀୟ ଲିଙ୍ଗ ଭୋଟରଙ୍କୁ ମିଶାଇ ମୋଟ ୬୦ ଲକ୍ଷ ୩ ହଜାର ୭୦୭ ଜଣ ଭୋଟର ମତଦାନ କରିବେ ।

ପ୍ରଥମ ପର୍ଯ୍ୟାୟ ଲୋକସଭା ନିର୍ବାଚନରେ ୨୬ ଜଣ ପାର୍ଥୀ ପ୍ରତିଦ୍ୱନ୍ଦିତା କରିବେ । ସେମାନଙ୍କ ମଧ୍ୟରେ ୨୪ ଜଣ ପୁରୁଷ ଓ ୨ ଜଣ ମହିଳା ପାର୍ଥୀ ଅଛନ୍ତି । ୨୬ ଜଣ ପାର୍ଥୀଙ୍କ ମଧ୍ୟରୁ ୧୨ ଜଣ ଜାତୀୟ ଦଳର, ୪ ଜଣ ରାଜ୍ୟସ୍ତରୀୟ ଦଳର, ୭ ଜଣ ଅନ୍ୟାନ୍ୟ ଦଳର ହୋଇଥିବାବେଳେ ୩ ଜଣ ସ୍ୱାଧୀନ ପାର୍ଥୀ ନିର୍ବାଚନରେ ଲଢିବେ ।

ସେହିପରି ଏହି ପର୍ଯ୍ୟାୟ ବିଧାନସଭା ନିର୍ବାଚନରେ ୧୯୧ ଜଣ ପାର୍ଥୀ ପ୍ରତିଦ୍ୱନ୍ଦିତା କରିବେ । ଏମାନଙ୍କ ମଧ୍ୟରେ ୧୭୫ ଜଣ ପୁରୁଷ ଓ ୧୬ ଜଣ ମହିଳା ପାର୍ଥୀ ଅଛନ୍ତି । ଏହି ନିର୍ବାଚନରେ ୧୯୧ ଜଣ ପାର୍ଥୀଙ୍କ ମଧ୍ୟରୁ ୭୯ ଜଣ ଜାତୀୟ
ଦଳର, ୨୮ ଜଣ ରାଜ୍ୟସ୍ତରୀୟ ଦଳର, ୩୮ ଜଣ ଅନ୍ୟାନ୍ୟ ଦଳର ହୋଇଥିବାବେଳେ ୪୬ ଜଣ ସ୍ୱାଧୀନ ପାର୍ଥୀ ନିର୍ବାଚନ ଲଢିବେ ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.