ETV Bharat / city

ବନ୍ୟା କ୍ଷୟକ୍ଷତି ଆକଳନ: ଭୁବନେଶ୍ବରରେ ପହଞ୍ଚିଲେ କେନ୍ଦ୍ରୀୟ ଟିମ୍‌

ବନ୍ୟା କ୍ଷୟକ୍ଷତି ଆକଳନ ପାଇଁ ଆସିଥିବା କେନ୍ଦ୍ରୀୟ ଟିମ୍‌ ଭୁବନେଶ୍ବରରେ ପହଞ୍ଚିଛନ୍ତି । ଅଧିକ ପଢନ୍ତୁ...

author img

By

Published : Sep 16, 2020, 9:41 AM IST

Updated : Sep 16, 2020, 9:53 AM IST

ବନ୍ୟା କ୍ଷୟକ୍ଷତି ଆକଳନ: ପହଞ୍ଚିଲେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ବର: ବନ୍ୟା କ୍ଷୟକ୍ଷତି ଆକଳନ ପାଇଁ ଆଜି ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରୀୟ ଟିମ୍‌ । ସେମାନେ ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲିବେ, ସ୍ଥିତି ଅନୁଧ୍ୟାନ କରିବେ । ଗୃହ ମନ୍ତ୍ରଣାଳୟର ଯୁଗ୍ମ ସଚିବ ପ୍ରବୀଣ ବଶିଷ୍ଠଙ୍କ ନେତୃତ୍ବରେ ଏହି ଟିମ୍‌ ଆସିଛି ।

ବନ୍ୟା କ୍ଷୟକ୍ଷତି ଆକଳନ: ଭୁବନେଶ୍ବରରେ ପହଞ୍ଚିଲେ କେନ୍ଦ୍ରୀୟ ଟିମ୍‌

ଦୁଇ ଦିନିଆ ଗସ୍ତରେ ଆସିଥିବା ଏହି ଟିମରେ କୃଷି ମନ୍ତ୍ରଣାଳୟ, ଜଳସମ୍ପଦ, ସଡକ ପରିବହନ, ଗ୍ରାମ୍ୟ ଉନ୍ନୟନ, ଅର୍ଥ ବିଭାଗର ଅଧିକାରୀ ରହିଛନ୍ତି । ଏହି ଟିମ୍‌ ପୁରୀ, କେନ୍ଦ୍ରାପଡା, ଭଦ୍ରକ ଓ ଯାଜପୁର ଜିଲ୍ଲା ଗସ୍ତ କରିବେ ।

17 ମଧ୍ୟାହ୍ନରେ ଭୁବନେଶ୍ବରରେ ପହଞ୍ଚିବା ପରେ ସନ୍ଧ୍ୟାରେ ମୁଖ୍ୟ ଶାସନ ସଚିବଙ୍କ ସହ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହିତ ସମୀକ୍ଷା କରିବେ । ଏହାପରେ ଦିଲ୍ଲୀ ଫେରିଯିବେ ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ ଓ ଲକ୍ଷ୍ମୀକାନ୍ତ ଦାସ, ଇଟିଭି ଭାରତ

Last Updated : Sep 16, 2020, 9:53 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.