ETV Bharat / city

‘ଶିକ୍ଷା କ୍ଷେତ୍ରରେ ନବସୃଜନ, ଅନ୍ତର୍ଜାତୀୟକରଣକୁ ଫୋକସ କରାଯିବ’ - ଜାତୀୟ ଶିକ୍ଷା ନୀତି 202

ନୂଆ ଜାତୀୟ ଶିକ୍ଷା ନୀତି 2020 ସମେତ ବିଭିନ୍ନ ପଦକ୍ଷେପ ଦ୍ଵାରା ଭାରତର ଶିକ୍ଷା ବ୍ୟବସ୍ଥାକୁ ନୂତନ ଶିଖରରେ ପହଞ୍ଚାଇବା ପାଇଁ ଭାରତ ସରକାର ବଦ୍ଧପରିକର ବୋଲି କହିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅଧିକ ପଢନ୍ତୁ...

ଶିକ୍ଷା କ୍ଷେତ୍ରରେ ନବସୃଜନ, ଉଦ୍ୟୋଗୀ ଏବଂ ଆନ୍ତର୍ଜାତୀୟକରଣକୁ ଫୋକସ୍ କରାଯିବ: ଧର୍ମେନ୍ଦ୍ର ପ୍ରଧାନ

author img

By

Published : Nov 12, 2021, 9:18 PM IST

ଭୁବନେଶ୍ବର: ନୂଆ ଜାତୀୟ ଶିକ୍ଷା ନୀତି 2020 ସମେତ ବିଭିନ୍ନ ପଦକ୍ଷେପ ଦ୍ଵାରା ଭାରତର ଶିକ୍ଷା ବ୍ୟବସ୍ଥାକୁ ନୂତନ ଶିଖରରେ ପହଞ୍ଚାଇବା ପାଇଁ ଭାରତ ସରକାର ବଦ୍ଧପରିକର ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭାରତର ଶିକ୍ଷା ବ୍ୟବସ୍ଥାକୁ ନୂତନ ଶିଖରରେ ପହଞ୍ଚିଇବା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି । ଜାତୀୟ ଶିକ୍ଷା ନୀତି 2020 (ଏନଇପି) ଆଧାରରେ ଥିବା ନୀତି ସଂରଚନାକୁ ସକ୍ରିୟ କରାଗଲେ ଶିକ୍ଷା ବ୍ୟବସ୍ଥାରେ ସକରାତ୍ମକ ପରିବର୍ତ୍ତନ ଆସିବ ।

ଶିକ୍ଷା କ୍ଷେତ୍ରରେ ନବସୃଜନ, ଉଦ୍ୟୋଗୀ ଏବଂ ଆନ୍ତର୍ଜାତୀୟକରଣକୁ ଫୋକସ୍ କରାଯିବ: ଧର୍ମେନ୍ଦ୍ର ପ୍ରଧାନ
ଶିକ୍ଷା କ୍ଷେତ୍ରରେ ନବସୃଜନ, ଉଦ୍ୟୋଗୀ ଏବଂ ଆନ୍ତର୍ଜାତୀୟକରଣକୁ ଫୋକସ୍ କରାଯିବ: ଧର୍ମେନ୍ଦ୍ର ପ୍ରଧାନ

ସେହିପରି ଗୁଣାତ୍ମକ ଶିକ୍ଷାନୁଷ୍ଠାନ, ବିବିଧ ସଂସ୍କୃତି ସହିତ ସାମାଜିକ ଅନ୍ତର୍ଭୁକ୍ତିକରଣ ଉପରେ ମଧ୍ୟ ଗୁରୁତ୍ବ ଦିଆଯିବ । ଏହାସହ ଶିକ୍ଷା କ୍ଷେତ୍ରରେ ନବସୃଜନ, ଉଦ୍ୟୋଗୀ ଏବଂ ଆନ୍ତର୍ଜାତୀୟକରଣ ଉପରେ ଫୋକସ୍ ଦେବାକୁ ମଧ୍ୟ ସରକାରଙ୍କ କଳ୍ପନା ରହିଛି ବୋଲି ମନ୍ତ୍ରୀ କହିଛନ୍ତି । ଏହାଦ୍ବାରା ଦେଶର ଶିକ୍ଷା ବ୍ୟବସ୍ଥା ନୂତନ ଶିଖରରେ ପହଞ୍ଚି ପାରିବ । ଏନେଇ ଆଜି ନୂଆଦିଲ୍ଲୀ ଠାରେ ଚଣ୍ଡିଗଡ଼ ବିଶ୍ଵବିଦ୍ୟାଳୟ ଦ୍ଵାରା ଆୟୋଜିତ ଡିପ୍ଲୋମାଟିକ୍ କନକ୍ଲେଭରେ ଯୋଗଦେଇ କହିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ । ଏହି କନଭେରକୁ 120ରୁ ଅଧିକ ଦେଶ ପ୍ରତିନିଧିତ୍ବ କରୁଥିବା ଜାଣି ମନ୍ତ୍ରୀ ପ୍ରଧାନ ଖୁସିବ୍ୟକ୍ତ କରିଛନ୍ତି ।

ଭୁବନେଶ୍ବରରୁ ମନୋରଞ୍ଜନ ଶଙ୍ଖୁଆ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.