ETV Bharat / city

ପୂର୍ବତନ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ପ୍ରଦୀପ ମହାନ୍ତିଙ୍କୁ ବାଧ୍ୟତାମୂଳକ ଅବସର

author img

By

Published : Aug 17, 2020, 2:51 PM IST

ଗତ ଜୁଲାଇ 2 ତାରିଖରେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀଙ୍କ ଗାଡିରୁ 11 ଲକ୍ଷ ଟଙ୍କା ଭିଜିଲାନ୍ସ ଜବତ କରିଥିଲା । ପରବର୍ତ୍ତୀ ସମୟରେ ତାଙ୍କୁ ଚାକିରି ନିଲମ୍ବନ କରାଯାଇ ରିମାଣ୍ଡରେ ଆଣି ଜେରା କରାଯାଇଥିଲା । ଅଧିକ ପଢନ୍ତୁ...

ପୂର୍ବତନ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ପ୍ରଦୀପ ମହାନ୍ତିଙ୍କୁ  ବାଧ୍ୟତାମୂଳକ ଅବସର
ପୂର୍ବତନ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ପ୍ରଦୀପ ମହାନ୍ତିଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର : କୋରାପୁଟ ଜିଲ୍ଲାର ତତ୍କାଳୀନ ମୁଖ୍ୟ କୃଷି ଅଧିକାରୀଙ୍କୁ ପ୍ରଦୀପ ମହାନ୍ତିଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର । ଗତ ଜୁଲାଇ 2ରେ ଭୁବନେଶ୍ବରରୁ ଫେରୁଥିବାବେଳେ ପ୍ରଦୀପଙ୍କ ଗାଡିରୁ 11 ଲକ୍ଷ ଟଙ୍କା ଜବତ କରିଥିଲା ଭିଜିଲାନ୍ସ । ରାଜ୍ୟ ଭିଜିଲାନ୍ସ ପକ୍ଷରୁ ତାଙ୍କୁ ଗିରଫ କରାଯାଇଥିଲା । ପରେ ତାଙ୍କୁ ଚାକିରିରୁ ନିଲମ୍ବନ କରିବା ସହ ରିମାଣ୍ଡରେ ଆଣି ଜେରା କରାଯାଇଥିଲା । ତେବେ ତାଙ୍କର ମୋଟ ସମ୍ପତ୍ତିର ପରିମାଣ ସାଢେ ତିନି କୋଟି ଟଙ୍କା ଥିଲା ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.