ETV Bharat / city

ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାର ଶୁଭେଚ୍ଛା ଦେଲେ ରାଜ୍ୟପାଳ-ମୁଖ୍ୟମନ୍ତ୍ରୀ

author img

By

Published : Nov 19, 2021, 11:12 AM IST

ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ଓଡିଶାର ଧର୍ମୀୟ ଭାବନା ସହ ଜଡିତ କାର୍ତ୍ତିକ ପୂର୍ଣ୍ଣିମା । ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ । ଅଧିକ ପଢନ୍ତୁ

ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ବର: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ଓଡିଶାର ଧର୍ମୀୟ ଭାବନା ସହ ଜଡିତ କାର୍ତ୍ତିକ ପୂର୍ଣ୍ଣିମା । ଏ ନେଇ ଚଳ ଚଞ୍ଚଳ ହୋଇଛି ଗାଁଠୁ ସହର । ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ।

ଆଜିର ଏହି ପବିତ୍ର ଦିନରେ ରାଜ୍ୟପାଳ ଗଣେଶୀ ଲାଲ ଟ୍ବିଟ କରି କହିଛନ୍ତି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ତଥା ଓଡ଼ିଶାର ଗୌରବମୟ ଓ ଐତିହ୍ୟପୂର୍ଣ୍ଣ ନୌବାଣିଜ୍ୟ ପରମ୍ପରାର ପ୍ରତୀକ ବୋଇତ ବନ୍ଦାଣ ଉତ୍ସବ ଅବସରରେ ସମସ୍ତ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ।

  • ମାନ୍ୟବର ରାଜ୍ୟପାଳ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ତଥା ଓଡ଼ିଶାର ଗୌରବମୟ ଓ ଐତିହ୍ୟପୂର୍ଣ୍ଣ ନୌବାଣିଜ୍ୟ ପରମ୍ପରାର ପ୍ରତୀକ ବୋଇତ ବନ୍ଦାଣ ଉତ୍ସବ ଅବସରରେ ସମସ୍ତ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। #KartikaPurnima pic.twitter.com/i6Tsjzy2Y6

    — Governor Odisha (@GovernorOdisha) November 19, 2021 " class="align-text-top noRightClick twitterSection" data=" ">

ସେହିପରି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉତ୍ସବ ଉପଲକ୍ଷେ ରାଜ୍ୟବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ସାଧବ ପୁଅଙ୍କ ନୌବାଣିଜ୍ୟ ପରମ୍ପରା ଆମର ଗୌରବମୟ ଓ ସମୃଦ୍ଧିଶାଳୀ ଅତୀତର ପରିଚୟ। ଏହି ଗରିମାମୟ ଇତିହାସକୁ ସ୍ମରଣ କରି ଓଡ଼ିଶାର ପ୍ରଗତି ପାଇଁ ଏକ ହୋଇ କାମ କରିବା ବୋଲି ଟ୍ବିଟ କରି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

  • ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉତ୍ସବ ଉପଲକ୍ଷେ ରାଜ୍ୟବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ସାଧବ ପୁଅଙ୍କ ନୌବାଣିଜ୍ୟ ପରମ୍ପରା ଆମର ଗୌରବମୟ ଓ ସମୃଦ୍ଧିଶାଳୀ ଅତୀତର ପରିଚୟ। ଏହି ଗରିମାମୟ ଇତିହାସକୁ ସ୍ମରଣ କରି ଆସନ୍ତୁ ଓଡ଼ିଶାର ପ୍ରଗତି ପାଇଁ ଏକ ହୋଇ କାମ କରିବା। pic.twitter.com/cWSrVLPCI6

    — Naveen Patnaik (@Naveen_Odisha) November 19, 2021 " class="align-text-top noRightClick twitterSection" data=" ">

ଅନ୍ୟପଟେ ଏହି ପବିତ୍ର ଦିନ ଓ ବୋଇତ ବନ୍ଦାଣ ଉତ୍ସବ ଆମର ଐତିହ୍ୟ, ସଂସ୍କୃତି ଓ ପରମ୍ପରାକୁ ଉଜ୍ଜିବୀତ କରିବାର ଅବସର । ଏହି ଶୁଭ ପର୍ବ ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

  • ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉତ୍ସବ ଆମର ଐତିହ୍ୟ, ସଂସ୍କୃତି ଓ ପରମ୍ପରାକୁ ଉଜ୍ଜିବୀତ କରିବାର ଅବସର । ଏହି ଶୁଭ ପର୍ବ ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭକାମନା । pic.twitter.com/QHQK2i89r3

    — Dharmendra Pradhan (@dpradhanbjp) November 19, 2021 " class="align-text-top noRightClick twitterSection" data=" ">

ବ୍ୟୁରୋ ରିପୋର୍ଟ,ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.