ETV Bharat / city

ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟ ଶାସନ ସଚିବ

author img

By

Published : Jan 1, 2021, 7:03 PM IST

Updated : Jan 1, 2021, 7:24 PM IST

chief secretary suresh mahapatra meet governor professor ganeshi lal
ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର

18:57 January 01

ଭୁବନେଶ୍ବର: ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ଭେଟିଲେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ଏ ନେଇ ରାଜ୍ୟପାଳଙ୍କ ଅଫିସ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି ।  ନବବର୍ଷରେ ମୁଖ୍ୟ ଶାସନ ସଚିବ ଭାବରେ ଦାୟିତ୍ବ ଗ୍ରହଣ କରିଥିବା ସୁରେଶ ମହାପାତ୍ରଙ୍କୁ ଅଭିନନ୍ଦନ ଜଣାଇଛନ୍ତି ରାଜ୍ୟପାଳ । ଏହା ସହ ଆଗାମୀ କାର୍ଯ୍ୟକାଳ ପାଇଁ ଶୁଭେଚ୍ଛା ଜଣାଇଛନ୍ତି ।

ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ରାଜ୍ୟ ସରକାର ବରିଷ୍ଠ ଆଇଏଏସ  ସୁରେଶ ମହାପାତ୍ରଙ୍କୁ ମୁଖ୍ୟ ସଚିବ ଭାବେ ନିଯୁକ୍ତ କରିଛନ୍ତି । ଶୁକ୍ରବାର ନବବର୍ଷ  2021ର ପ୍ରଥମ ଦିନରେ ଓଡିଶା ସରକାରଙ୍କ ମୁଖ୍ୟଶାସନ ସଚିବ ଭାବରେ ଦାୟିତ୍ବ ଗ୍ରହଣ କରିଛନ୍ତି । ସେ ପୂର୍ବରୁ ରାଜ୍ୟ ସରକାରଙ୍କୁ ବିଭିନ୍ନ ବିଭାଗରେ କାର୍ଯ୍ୟ କରିଛନ୍ତି । ସେ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ଜିଲ୍ଲାପାଳ ଭାବରେ ମଧ୍ୟ କାର୍ଯ୍ୟ କରିବା ପରେ ଓମଫେଓର ଦାୟିତ୍ବ ମଧ୍ୟ ଗ୍ରହଣ କରିଥିଲେ । ଏହା ପରେ ଶ୍ରୀମନ୍ଦିରର ପ୍ରଶାସକ ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି ।

Last Updated : Jan 1, 2021, 7:24 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.