ETV Bharat / city

ଆଗାମୀ 2ରୁ 3 ଦିନ ବଢିବ ତାପମାତ୍ରା

author img

By

Published : Apr 16, 2021, 10:12 PM IST

ଆଗାମୀ ୨ରୁ ୩ ଦିନ ମଧ୍ୟରେ ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବ । 3 ରୁ 4 ଡିଗ୍ରୀ ତାପମାତ୍ରା ବଢିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଅଧିକ ପଢନ୍ତୁ...

ପୁଣି ବଢିବ ତାପମାତ୍ରା
ପୁଣି ବଢିବ ତାପମାତ୍ରା

ଭୁବନେଶ୍ବର: ଆଗାମୀ ୨ରୁ ୩ ଦିନ ମଧ୍ୟରେ ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବ । 3ରୁ 4 ଡିଗ୍ରୀ ତାପମାତ୍ରା ବଢିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

ପୁଣି ବଢିବ ତାପମାତ୍ରା

ଏପଟେ ଆସନ୍ତା 24 ଘଣ୍ଟାରେ ଅର୍ଥାତ୍ ଶନିବାର ମଧ୍ୟରେ କୋରାପୁଟ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ରାୟଗଡା, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବ । ଏହି ଜିଲ୍ଲା ଗୁଡ଼ିକ ପାଇଁ ୟେଲୋ ୱାର୍ନିଙ୍ଗ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

୧୭,୧୮ ତାରିଖ ପାଗ ଶୁଖିଲା ରହିବ ଏବଂ ୧୯ ତାରିଖରୁ ପୁଣି କାଳବୈଶାଖୀ ବର୍ଷା ନେଇ ପାଣିପାଗ ବିଭାଗ ସୂଚନା ଦେଇଛନ୍ତି । ସୁନ୍ଦରଗଡ ଜିଲ୍ଲାରେ ସର୍ବୋଚ୍ଚ ତାପମାତ୍ରା ୪୦.୦ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଫୁଲବାଣୀରେ ସର୍ବାଧିକ ୨୩.୪ମିମି,ହରଭଙ୍ଗାରେ ୧୭.୦ ମିମି ବର୍ଷା ରେକର୍ଡ ହୋଇଛି।

ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.