ETV Bharat / city

ପାର୍ବଣ ଗାଇଡଲାଇନ ସମସ୍ତେ ମାନନ୍ତୁ, ସୁସ୍ଥ ରୁହନ୍ତୁ; ସ୍ବାସ୍ଥ୍ୟ ନିର୍ଦ୍ଦେଶକ

author img

By

Published : Oct 1, 2021, 12:54 PM IST

ରାଜ୍ୟ ସରକାର ପାର୍ବଣକୁ ନେଇ ଗାଇଡ଼ଲାଇନ ଜାରି କରିଛନ୍ତି। ପାର୍ବଣ ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ରାଜ୍ୟ ସରକାର। ପାର୍ବଣ ବେଳେ ଭିଡ଼ ହେଲେ ସଂକ୍ରମଣର ଆଶଙ୍କା ରହିଛି। ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ । ଅଧିକ ପଢନ୍ତୁ...

ପାର୍ବଣ ବେଳେ ଭିଡ଼ ହେଲେ ସଂକ୍ରମଣର ଆଶଙ୍କା ରହିଛି; ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର: ରାଜ୍ୟ ସରକାର ପାର୍ବଣକୁ ନେଇ ଗାଇଡ଼ଲାଇନ ଜାରି କରିଛନ୍ତି। ପାର୍ବଣ ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ରାଜ୍ୟ ସରକାର। ପାର୍ବଣ ବେଳେ ଭିଡ଼ ହେଲେ ସଂକ୍ରମଣର ଆଶଙ୍କା ରହିଛି। ଖୋର୍ଦ୍ଧା ଜିଲ୍ଲାରେ ସଂକ୍ରମଣ କମୁଥିଲେ ମଧ୍ୟ ଅଧିକ ଭୟ ରହୁଛି। ତେଣୁ ଆମେ ଅଧିକା ଭିଡ଼ କରିବା ନାହିଁ। ଅଧିକ ସମୟ ବାହାରେ ଏକାଠି ହେଲେ ସଂକ୍ରମଣ ବଢିପାରେ।

ଏହାକୁ ଦୃଷ୍ଟି ରଖି ପାର୍ବଣରେ ଘରୁ ବାହାରିବା ଅଉଚିତ। ଯଦି ଆମେ ଆମ ତରଫରୁ ସଜାଗ ରହିବା ତାହାଲେ କୋରୋନାକୁ ପ୍ରତିହତ କରିପାରିବା। ସବୁ ବିଶେଷଜ୍ଞ ଏହାସହ ଆଇସିଏମ୍ଆର ଡ଼ାଇରେକ୍ଟର ମଧ୍ୟ ଦେଶବାସୀଙ୍କୁ ସଜାଗ ରହିବାକୁ ଅନୁରୋଧ କରିଛନ୍ତି । ତେଣୁ ଏହି ସମୟରେ ଆମକୁ ଅଧିକ ଦାୟିତ୍ୱବାନ ହେବା ଆବଶ୍ୟକତା ରହିଛି ବୋଲି କହିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ।

ଭୁବନେଶ୍ବରରୁ ବିକାଶ ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.